Latest Odisha News

BREAKING NEWS

Browsing Tag

Odisha covid Death Case

ଓଡ଼ିଶାରେ ୭ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ କରୋନାରେ ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ…

ରାଜ୍ୟରୁ କରୋନା ନେଲା ଆଉ ୧୪ ଜୀବନ, ରାୟଗଡ଼ାରୁ ସର୍ବାଧିକ ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଛି । କିନ୍ତୁ ବଢ଼ିଛି ମୃତ୍ୟୁସଂଖ୍ୟା । ଆଜି ରାଜ୍ୟରୁ କରୋନା ନେଇଛି ୧୪ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । କେନ୍ଦୁଝରରୁ ୨ ଜଣ ସଂକ୍ରମିତଙ୍କ…

ପ୍ରାଣଘାତୀ କରୋନା ଆଜି ରାଜ୍ୟରୁ ନେଲା ୧୧ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ । ଆଜି ସଂଖ୍ୟା ରେକର୍ଡ ୧୦ ହଜାର ପାର କରିଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଯଦିଓ ଗତକାଲି ଅପେକ୍ଷା ଆଜି ରାଜ୍ୟରେ ମୃତ୍ୟୁସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ୧୧ ଆକ୍ରାନ୍ତଙ୍କ ଜୀବନ । ଖୋର୍ଦ୍ଧା ଜିଲ୍ଲାରୁ…

ବେକାବୁ କରୋନା: ୭ ଦିନରେ ରାଜ୍ୟରୁ ୪୯ ହଜାର ପଜିଟିଭ୍, ୭୦ ମୃତ

ଭୁବନେଶ୍ୱର: ଏପ୍ରିଲରେ ଓଡ଼ିଶାରେ କରୋନା କାୟା ମେଲାଇଛି । ନାକି ଆଖି ଦେଖାଇଛି । ଦୈନିକ ସଂକ୍ରମଣରେ ନୂଆ ରେକର୍ଡ କରିଛି କରୋନା । ମାସେ ଭିତରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩ହଜାର ୭୯୨ ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ ଗତ ମାର୍ଚ୍ଚ ୨୯ ତାରିଖରେ…

ରାଜ୍ୟରୁ କରୋନା ନେଲା ଆଉ ୧୦ ଜୀବନ, ସପ୍ତାହେ ଭିତରେ ୫୯ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରୁ ୧୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଅଛନ୍ତି ୩ ଜଣ ଲେଖାଏ ଆକ୍ରାନ୍ତ । ସେହିପରି ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ…

ରାଜ୍ୟରେ ୨୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୦ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨୦୦୦ ପାର କରିଛି । ଆଜି ଆଉ ୧୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଛନ୍ତି ସର୍ବାଧିକ ୪ ଜଣ ସଂକ୍ରମିତ । ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରେ ଆଉ ଦୁଇ ଜଣ ଆକ୍ରାନ୍ତ କରୋନାରେ…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ…

କ୍ରମାଗତ ଦ୍ୱିତୀୟ ଦିନରେ କରୋନା ରାଜ୍ୟରୁ ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ଘାତକ ହେଉଛି ମହାମାରୀ । ରାଜ୍ୟରେ ସଂକ୍ରମଣ ସହ ବଢିଛି ଦୈନିକ ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆଉ ୮ ଜୀବନ ନେଇଛି । ଏମାନଙ୍କ ଭିତରେ ଅଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ । ସେହିପିର ବାଲେଶ୍ୱର, ବରଗଡ଼, ଭଦ୍ରକ, ନୂଆପଡ଼ା ବଲାଙ୍ଗିର ଓ କଟକ…

ଘାତକ ହେଉଛି ମହାମାରୀ: ରାଜ୍ୟରୁ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ । ସେହିପରି କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ…

ଓଡ଼ିଶାରୁ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ୱର: ଘାତକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ରାଜ୍ୟରେ ସଂକ୍ରମଣ ସହ ପୁଣି ଥରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ମହାମାରୀ ଆଉ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ସେହିପରି ଝାରସୁଗୁଡ଼ା ଓ…