Latest Odisha News

BREAKING NEWS

Browsing Tag

Odisha covid Death Case

କମୁଛି କରୋନା କାୟା: ୨୪ ଘଣ୍ଟାରେ ରାଜ୍ୟରୁ ୧୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା କାୟା କମୁଛି । ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୭୯ ଜଣ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫ଟି । ମୋଟ୍ ୨୧ ଜିଲ୍ଲାରୁ…

ରାଜ୍ୟରୁ ୨୪ ଘଣ୍ଟାରେ ୨୧୦ କରୋନା ପଜିଟିଭ୍, ୫ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଏବେ ଅଢ଼େଇ ଶହ ଭିତରେ ନୂଆ ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୦ ଜଣ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ରାଜ୍ୟରେ ୨୪ ଘଣ୍ଟାରେ ୨୪୪ କରୋନା ପଜିଟିଭ୍, ଜଣେ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । କିନ୍ତୁ ଦୈନିକ ସଂକ୍ରମଣ ନିୟନ୍ତ୍ରଣରେ ରହିଛି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୪୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୪୨ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୧୦୨ଟି ରହିଛି । ୨୪…

ରାଜ୍ୟରୁ ବିଦା ହେଉଛି କରୋନା: ୨୪ଘଣ୍ଟାରେ ୧୯୮ ପଜିଟିଭ୍, ୨ମୃତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଣିକି ଆଉ ଚିହ୍ନଟ ହେଉ ନାହାନ୍ତି ଦୈନିକ ନୂଆ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ୭ଜିଲ୍ଲାରୁ ଗାଏବ ହୋଇଛି ମହାମାରୀ । ଅର୍ଥାତ ୨୩ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଆଜି ଚିହ୍ନଟ ହୋଇଛନ୍ତି ୧୯୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ମହାମାରୀ ରାଜ୍ୟରୁ ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ଘଣ୍ଟାରେ ସାରା ରାଜ୍ୟରେ ଆଉ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ପୁରୁଷ ଓ ଜଣେ ମହିଳା । କଳାହାଣ୍ଡି ଜିଲ୍ଲାରେ ଜଣେ ୨୦ବର୍ଷୀ ଯୁବତୀ କରୋନାରେ ଆଖି ବୁଜିଛନ୍ତି । ସେ ହେପାଟାଇଟିସ୍…

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । Regret to inform the…

ମହାମାରୀ ରାଜ୍ୟରୁ ନେଲା ଆଉ ୪ଜୀବନ, ମୃତ୍ୟୁସଂଖ୍ୟା ୧, ୮୧୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ଘଣ୍ଟାରେ ଆଉ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୩ଟି ଜିଲ୍ଲାର ସଂକ୍ରମିତ । ମୟୂରଭଞ୍ଜ ଜିଲ୍ଲାରୁ ଆଉ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁର ଓ…

ରାଜ୍ୟରେ ୧୮ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୮ ଶହ ପାର କରିଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୩ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ ମୃତ୍ୟୁସଂଖ୍ୟା ୧୮ ଶହ ୨କୁ ବୃଦ୍ଧି ପାଇଛି । Regret to inform the demise of…

ରାଜ୍ୟରୁ ମହାମାରୀ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ । ୫ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ବଲାଙ୍ଗିର ଜିଲ୍ଲାରୁ ଜଣେ ୭୦ବର୍ଷୀୟ ବୃଦ୍ଧା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ୫୩ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସେହିପରି…

ଭୁବନେଶ୍ୱର, ପୁରୀ ଓ ସମ୍ୱଲପୁରରୁ ଆଖି ବୁଜିଲେ ୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ନେଉଛି ଜୀବନ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ଜଣଙ୍କର ମୃତ୍ୟୁ ହୋଇଛି । ୩ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରୁ ଜଣେ ୭୪ବର୍ଷୀୟ ବୃଦ୍ଧ ଓ ଜଣେ ୪୯ ବର୍ଷୀୟ ମହିଳା କରୋନାରେ ମୃତ୍ୟୁବରଣ କରିଛନ୍ତି । Regret…