Latest Odisha News
Browsing Tag

Odisha covid Death Case

ରାଜ୍ୟରୁ କରୋନା ନେଲା ଆଉ ୧୫ ଜୀବନ, ବାଲେଶ୍ୱରରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଗଣ୍ଟାରେ ଆଉ ୧୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୮ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ସେହିପରି କଟକ ଜିଲ୍ଲାରୁ…

ମୟୂରଭଞ୍ଜ ଓ ସମ୍ୱଲପୁରରେ ବଢୁଛି କରୋନା ଡେଥ୍ କେସ୍, ଆଜି ରାଜ୍ୟରୁ ୧୩ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ୍ କେସ୍ କମୁଛି । କିନ୍ତୁ କମୁନି ଡେଥ୍ କେସ୍ । ଗତ ୨୪ ଘଣ୍ଚାରେ ଆଉ ୧୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୭ଟି ଜିଲ୍ଲାର ସଂକ୍ରମିତ । ମୟୂରଭଞ୍ଜ ଓ ସମ୍ୱଲପୁର ଜିଲ୍ଲାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । Regret to…

ଆଉ ୧୧ ଜଣଙ୍କୁ ମିଶାଇ କରୋନା ରାଜ୍ୟରୁ ନେଲାଣି ୧, ୩୩୧ ଜୀବନ

ଭୁବନେଶ୍ୱର: ମୁଣ୍ଡ ନେଉଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ୯ ଜିଲ୍ଲାରୁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଜଣେ ୨୬ ଓ ୩୦ ବର୍ଷୀୟ ଯୁବକ । ସୁନ୍ଦରଗଡ଼…

ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର: ଜୀବନ ନେଉଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୩ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୬ଟି ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୧ ଜଣ ପୁରୁଷ ଓ ଦୁଇ ଜଣ ମହିଳା । Regret to…

ରାଜ୍ୟରେ ୧୧ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ପ୍ରାଣଘାତୀ କରୋନା ପ୍ରତିଦିନ ଜୀବନ ନେଉଛି । ରାଜ୍ୟରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୬ ଜଣଙ୍କର ମୃତ୍ୟୁହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୧ ଜିଲ୍ଲାରୁ ଆଖି ବୁଜିଛନ୍ତି କରୋନା ସଂକ୍ରମିତ । ମୃତକଙ୍କ ଭିତରେ ୧୧ ଜଣ ପୁରୁଷ ଥିବା ବେଳେ ୫ ଜଣ ଅଛନ୍ତି ମହିଳା ।…

କରୋନା ମୃତ୍ୟୁସଂଖ୍ୟାରେ ଦେଶର ଏସବୁ ରାଜ୍ୟଠୁ ଢେର ପଛରେ ଓଡ଼ିଶା

ଭୁବନେଶ୍ୱର: କରୋନା ସଂକ୍ରମିତ ରାଜ୍ୟ ତାଲିକାର ୮ ନମ୍ୱର ସ୍ଥାନରେ ରହିଛି ଓଡିଶା । ରାଜ୍ୟରେ ୨ ଲକ୍ଷ ୨୯ ହଜାରରୁ ଅଧିକ ପଜିଟିଭ୍ କେସ୍ ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣା, ଜମ୍ମୁ କଶ୍ମୀର ଭଳି ରାଜ୍ୟଠାରୁ ବହୁ ପଛରେ ରହିଛି ଓଡ଼ିଶା । ଏସବୁ…

ମୁଣ୍ଡ ନେଉଛି ମହାମାରୀ: ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ କରୋନା ନେଇଛି ଆଉ ୧୬ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ବିଭିନ୍ନ କୋଭିଡ ହସ୍ପିଟାଲରେ ୮ ଜିଲ୍ଲାର କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୩ ଜଣ । Regret…

ପୁଣି ବଢ଼ିଲା: ଗୋଟିଏ ଦିନରେ ରାଜ୍ୟରୁ ରେକର୍ଡ ୩୯୯୧ ପଜିଟିଭ୍, ୧୧ ମୃତ

ଭୁବନେଶ୍ୱର: ପ୍ରତିଦିନ କରୋନା ସଂକ୍ରମଣରେ ରେକର୍ଡ ଭାଙ୍ଗୁଛି ଓଡ଼ିଶା । ଗତ ୨୪ ଘଣ୍ଟାରେ ଏଯାଏ ସର୍ବାଧିକ ୩ ହଜାର ୯୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨ ହଜାର ୩୧୫ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୬ ଶହ ୭୬ । Covid-19 Report For 9th September New…