Latest Odisha News

BREAKING NEWS

Browsing Tag

Odisha Covid Death

ରାଜ୍ୟରେ ୬୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଜି ମୃତ୍ୟୁସଂଖ୍ୟା ୬ ହଜାର ପାର କରିଛି । ରାଜ୍ୟରୁ ଆଉ ୬୭ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଜନିମତ ମୋଟ୍ ମୃତ୍ୟୁସଂଖ୍ୟା ୬ହଜାର ୩୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ୧୫ ଜିଲ୍ଲାରୁ ଚିକିତ୍ସାଧୀ…

ଓଡ଼ିଶାରୁ କରୋନାରେ ଆଉ ୬୯ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଆଉ ୬୯ ଜଣଙ୍କର ଜୀବନ ଯାଇଛି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି ।…

ଓଡ଼ିଶାର ୧୪ ଜିଲ୍ଲାରୁ କରୋନା ନେଲା ଆଉ ୨୧ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୪ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ…

ଆଜି ଓଡ଼ିଶାରୁ କରୋନା ନେଲା ୨୨ ଜୀବନ, ୬ଟି ଜିଲ୍ଲାରେ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଚାରେ ଆଉ ୨୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଆଜି ୬ଟି ଜିଲ୍ଲାରେ ଅଧିକ ରହିଛି ମୃତ୍ୟୁସଂଖ୍ୟା । ସେସବୁ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଏହି ଜିଲ୍ଲାଗୁଡ଼ିକ ହେଲା ବୌଦ୍ଧ,…

ଓଡ଼ିଶାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ଓଡ଼ିଶାରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ଆଉ ୧୪ ଜଣଙ୍କର ଜୀବନ ନେଇଛି । ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରୁ ତିନି ଜଣ ଲେଖାଏ ଆକ୍ରାନ୍ତ ଚିତିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଦ୍ଧା ଓ ରାୟଗଡ଼ା…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ଦୁଇ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ମହାମାରୀ ନେଲା ରାଜ୍ୟରୁ ଆଉ ଦୁଇ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଗତ ୨୪ ଘଣ୍ଟାରେ ଦୁଇ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରେ ଜଣେ ୮୩ବର୍ଷୀୟ ବୃଦ୍ଧ ଓ ନୟାଗଡ଼ ଜିଲ୍ଲାରେ ଜଣେ ୩୭ ବର୍ଷୀୟ ଯୁବକ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

ରାଜ୍ୟରେ ମହାମାରୀ ନେଲା ଆଉ ୪ ଜୀବନ, ମୃତ୍ୟୁସଂଖ୍ୟା ୧,୮୬୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୪ ଜିଲ୍ଲାରୁ ୪ ଆକ୍ରାନ୍ତଙ୍କ ଜୀବନ । ଏମାନଙ୍କ ଭିତରେ ଜଣେ ମହିଳା ଅଛନ୍ତି । କଳାହାଣ୍ଡି ଜିଲ୍ଲାରେ ୪୫ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରେ ଜଣେ ୩୫ବର୍ଷୀୟ ଯୁବକଙ୍କ ଜୀବନ ନେଇଛି କରୋନା । ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ…

କମୁଛି ଦୈନିକ ଡେଥ୍ କେସ୍: ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ…

ରାଜ୍ୟରୁ ଆଉ ୪ ଜୀବନ ନେଲା ମହାମାରୀ, ମୋଟ୍ ମୃତ୍ୟୁସଂଖ୍ୟା ୧, ୮୧୧

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟାକୁ ବି ନିୟନ୍ତ୍ରଣରେ ଆଣିଛି ଓଡ଼ିଶା । ଡେଥ୍ କେସ୍ ବଢୁଥିଲେ ବି ଦୈନିକ ମୃତ୍ୟୁସଂଖ୍ୟା ପୂର୍ବ ଅପେକ୍ଷା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ…

ଜୀବନ ନେଉଛି ମହାମାରୀ: ୨୪ ଘଣ୍ଟାରେ ଓଡ଼ିଶାରୁ ଆଉ ୧୫ ମୃତ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ କରୋନା । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଗତ କିଛି ଦିନ ହେବ କରୋନା ମୃତ୍ୟୁସଂଖ୍ୟା…