Latest Odisha News

BREAKING NEWS

Browsing Tag

Odisha Covid Death

କରୋନା ନେଲା ରାଜ୍ୟରୁ ଆଉ ୧୬ ଜୀବନ, ମୃତ୍ୟୁସଂଖ୍ୟା ୮୦୦ ଡେଇଁଲା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ସହ ବଢୁଛି କରୋନା ମୃତ୍ୟୁସଂଖ୍ୟା । ରାଜ୍ୟରେ ୮ଶହ ପାର କରିଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୧୬ ଆକ୍ରାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ୧୧ଟି ଜିଲ୍ଲାର ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । Regret to inform of the demise of…

୨୪ ଘଣ୍ଟାରେ ରାଜ୍ୟରେ ୧୪ କରୋନା ଆକ୍ରାନ୍ତ ମୃତ, ଛଅ ଶହ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମାଡୁଛି ଓ ମାରୁଛି ମହାମାରୀ । ଗତ ୨୪ ଘଣ୍ଟାରେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ୭ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୯ ଜଣ ପୁରୁଷ । 3.A 74 year old female of…

ଓଡ଼ିଶାରେ ଆଉ ୧୦ ଜଣଙ୍କୁ ମାରିଦେଲା ମହାମାରୀ, ମୃତ୍ୟୁସଂଖ୍ୟା ଡେଇଁଲା ୫୫୦

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ତାସହ ଜୀବନ ନେଉଛି ମହାମାରୀ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୦ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଜଣେ ମହିଳା ଓ ୯ ଜଣ ପୁରୁଷ ଅଛନ୍ତି । 3. A 70-year old female of Cuttack who was also suffering…

ରାଜ୍ୟରେ ଆଉ ୯ ଜଣଙ୍କର ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ବଢୁଚି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ବଲାଙ୍ଗୀର ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । ରାୟଗଡାରୁ ପ୍ରାଣ ହରାଇଛନ୍ତି ଜଣେ ସଂକ୍ରମିତ । ମୃତକଙ୍କ ଭିତରେ ୩ ଜଣ ପୁରୁଷ…

ଆଉ ୧୧ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟସଂଖ୍ୟା ୫୧୪

ଭୁବନେଶ୍ୱର: କରୋନା ନେଲା ଆଉ ୧୧ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୮ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ତିନି ଜଣ ମହିଳା ଅଛନ୍ତି । ବାକି ୮ ଜଣ ପୁରୁଷ । ଗଞ୍ଜାମ ଜିଲ୍ଲାରୁ ୩ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ(ଭୁବନେଶ୍ୱର) କରୋନା ନେଇଛି ଆଉ ଦୁଇ ମୁଣ୍ଡ ।…

ରାଜ୍ୟରେ ପାଞ୍ଚ ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ କରୋନା ନେଇଛି ଆଉ ୧୧ ଜୀବନ । ମୃତ୍ୟୁସଂଖ୍ୟା ପାଞ୍ଚ ଶହ ପାର କରିଛି । ବର୍ତ୍ତମାନ ସୁଦ୍ଧା କରୋନାରେ ୫୦୩ ଜଣ ପ୍ରାଣ ହରାଇଲେଣି । ମୃତକଙ୍କ ଭିତରେ ପୁରୀ, ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । କଟକ, କନ୍ଧମାଳ,…

କରୋନାରେ ରାଜ୍ୟରୁ ଆଉ ୧୦ ଜଣଙ୍କର ମୃତ୍ୟୁ, ମୃତ୍ୟୁସଂଖ୍ୟା ୪୯୨

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୬ଟି ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ମହିଳା ଓ ୮ ପୁରୁଷ । କନ୍ଧମାଳ ଜିଲ୍ଲାରୁ ୩, ଖୋର୍ଦ୍ଧା- ୩ (ଭୁବନେଶ୍ୱରରୁ ଜଣେ) ଜଣ…

ରାଜ୍ୟରୁ ଆଉ ୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୪୫୬

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼, ଭଦ୍ରକ, ବଲାଙ୍ଗିର ଓ ରାୟଗଡ଼ା ଜିଲ୍ଲାରୁ ଜଣେ…

ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ, ମୃତ୍ୟୁସଂଖ୍ୟା ୪୪୮

ଭୁବନେଶ୍ୱର: ରାଜ୍ୟରେ ମୋଡୁଛି କରୋନା । ନେଉଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ାଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ସମ୍ୱଲପୁର ଜିଲ୍ଲାର ୩ ଜଣ ଆକ୍ରାନ୍ତ । ସେହିପରି ଚିକିତ୍ସାଧୀନ ଅବସ୍ଥାରେ ବରଗଡ଼ ଜିଲ୍ଲାରୁ ଦୁଇ ଜଣ ପ୍ରାଣ ହରାଇଥିବା ବେଳେ ଭଦ୍ରକ ଓ ଭୁବନେଶ୍ୱରରେ ଜଣେ…

ସୋନପୁର ଓ ବଲାଙ୍ଗିରରୁ ପ୍ରଥମ ମୁଣ୍ଡ ନେଲା କରୋନା, ରାଜ୍ୟରେ ଆଉ ୧୦ ମୃତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୦ ଜୀବନ ଯାଇଛି । ସୋନପୁର ଓ ବଲାଙ୍ଗିର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି ପ୍ରାଣଘାତୀ ଭାଇରସ୍ । ସେହିପରି ଗଞ୍ଜାମ ଓ ଭୁବନେଶରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଭଦ୍ରକ,…