Latest Odisha News

BREAKING NEWS

Browsing Tag

Odisha Covid Positive Cases

ଆଜି ରାଜ୍ୟରୁ ୧୩୭୯ କରୋନା ପଜିଟିଭ୍, ଏସବୁ ଜିଲ୍ଲାରେ ବଢ଼ିଛି

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୩ଶହ ୭୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୮୦୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୭୧ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ…

ଓଡ଼ିଶାରେ ହଜାରେ ଡେଇଁଲା ଦୈନିକ ସଂକ୍ରମଣ, ଦିନକରେ ୧୨୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ମାରୁଛି ଲମ୍ବା ଲମ୍ଫ । ଆଜି ହଜାରେ ପାର କରିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୨ଶହ ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ର୭୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୭ଟି । ୨୮ ଜିଲ୍ଲାରୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି…

ଏପ୍ରିଲରେ ଉପରମୁହାଁ: ଆଜି ରାଜ୍ୟରୁ ୫୮୮ କରୋନା ପଜିଟିଭ୍, ଖୋର୍ଦ୍ଧାରେ ସଂଖ୍ୟା ଡେଇଁଲା ୧୦୦

ଭୁବନେଶ୍ୱର: ଏପ୍ରିଲରେ ରାଜ୍ୟରେ ସଂକ୍ରମଣ ଉପରମୁହାଁ । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ୨୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୮୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୪୬ଟି ।…

ରାଜ୍ୟରେ ଚିନ୍ତା ବଢ଼ାଇଲା କରୋନା: ୩୦୦ ମୁହାଁ ପଜିଟିଭ୍ କେସ୍, ଖୋର୍ଦ୍ଧାରେ ଲମ୍ବା ଲମ୍ଫ ମାରିଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଚିନ୍ତା ବଢ଼ାଇଲାଣି କରୋନା । ତିନି ଶହ ମୁହାଁ ହେଲାଣି ଦୈନିକ ସଂକ୍ରମଣ । ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ଦୁଇ ମାସ ପରେ ରାଜ୍ୟରେ ଦୁଇ ଶହ ଟପିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତକାଲି ଦେଢ଼ ଶହ ଓ ଆଜି ସଂଖ୍ୟା ଦୁଇ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୮ଟି । ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ଆଜି ରାଜ୍ୟର ୨୦ ଜିଲ୍ଲାରୁ ୮୨ ପଜିଟିଭ୍, ମୟୂରଭଞ୍ଜରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ବି ଆଜି ସାମାନ୍ୟ ବଢ଼ିଛି ଦୈନିକ କରୋନା କେସ । ଗତକାଲି ୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୪ଟି । ୨୦ ଜିଲ୍ଲାରୁ ନୂଆ ସଂକ୍ରମିତ…

ରାଜ୍ୟରୁ ଆଜି ୬୩ କରୋନା ଆକ୍ରାନ୍ତ, ମୟୂରଭଞ୍ଜରୁ ସବୁଠୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ୧୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ କରୋନା ଆକ୍ରାନ୍ତ । ୧୬ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୮ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ରାଜ୍ୟରୁ ୫୭ ନୂଆ କରୋନା ସଂକ୍ରମିତ, ୧୭ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିଲେ ବି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳେ ରହିଛି । ଗତ ୨୪ ଘଣ୍ଟାରେ ୧୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ରାଜ୍ୟରୁ ୨୪ ଘଣ୍ଟାରେ ୫୯ କରୋନା ପଜିଟିଭ୍, ସୁନ୍ଦରଗଡ଼ରୁ ସର୍ବାଧିକ ୯ ନୂଆ ଆକ୍ରନ୍ତ

ଭୁବନେଶ୍ୱର: ଦେଶରେ ଦୈନିକ କରୋନା ସଂକ୍ରମଣ ବଢୁଥିବା ବେଳେ ଓଡ଼ିଶାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଶହେ ଭିତରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୪ଟି ।…

ଆଜି ରାଜ୍ୟରେ ୭୦ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୯ଟି । ମୋଟ୍ ୧୪ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଖୋର୍ଦ୍ଧା…