Latest Odisha News

BREAKING NEWS

Browsing Tag

Odisha Covid Positive

ଓଡ଼ିଶାରେ କରୋନାର ଲମ୍ବା ଡିଆଁ: ଏକାଥରକେ ୬୮୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମାରିଛି ଲମ୍ବା ଲମ୍ଫ । ଏକାଥରକ ସଂକ୍ରମିତଙ୍କ ସଂଖ୍ୟା ୬୦୦ ପାର । ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୮୦ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୪୨୪ । ଦୈନିକ ସଂକ୍ରମଣ ପାଖାପାଖି ଅଢ଼େଇ ଶହ ବଢ଼ିଛି । ଆଜି ୧୮ ବର୍ଷ ଭିତରେ ୧୧୯ ଜଣ ସଂକ୍ରମିତ…

ଓଡ଼ିଶାରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୯୮ ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଓମିକ୍ରନ୍ ପଜିଟିଭ୍ ବାହାରିଛନ୍ତି । କିନ୍ତୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ନେଇ ପ୍ରାମାଣିକ ତଥ୍ୟ ନାହିଁ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ…

ଆଜି ଓଡ଼ିଶାରୁ ୭୧୯ କରୋନା ପଜିଟିଭ୍, ୧୨୫ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହଜାରେ ଭିତରେ ରହିଛି । କିନ୍ତୁ ଛୁଆଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ୭୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୦-୧୮ ବର୍ଷ ଭିତରେ ୧୨୭ ସଂକ୍ରମିତ । ଆଜି ୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି ।…

ଓଡ଼ିଶାରେ ୧୦ ଲକ୍ଷ ପାର କଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୦ ଲକ୍ଷ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏବେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । କିନ୍ତୁ ୦-୧୮ ବର୍ଷ ଭିତରେ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ୯୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ…

ରାଜ୍ୟରେ ପୁଣି ହଜାରେ ଡେଇଁଲା କରୋନା ସଂକ୍ରମଣ, ଆଜି ୧୨୮ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତିନି ଦିନ ହଜାରେ ଭିତରେ ରହିଥିଲା କରୋନା ସଂକ୍ରମଣ । ଆଜି ପୁଣି ଥରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଏମାନଙ୍କ ଭିତରେ…

ଆଜି ଓଡ଼ିଶାରୁ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ହଜାରେ ତଳକୁ ଖସିଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଖୋର୍ଦ୍ଧା…

ରାଜ୍ୟରେ ୧୫ଶହକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୨.୦୫%

ଭୁବନେଶ୍ୱର: ରାଜ୍ୟରେ ୧୫ ଶହକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ଶହ ୫୮ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୯୦୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫୪ । ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୭୫ ହଜାର ୮୬୮ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୨.୦୫…

ଆଜି ୨୯ ଜିଲ୍ଲାରୁ ୧୬୩୭ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୧୯%

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କମୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ତଥାପି ୧୫ଶହ ତଳକୁ ଆସିନି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ଶହ ୩୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୪୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୮୮ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଓଡ଼ିଶାରୁ ୧୯୪୮ କରୋନା ପଜିଟିଭ୍, ୧୦ ଜିଲ୍ଲାରେ ଦୁଇ ଅଙ୍କ ତଳେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦୁଇ ହଜାର ପାଖାପାଖି ରହୁଛି ଦୈନିକ କରୋନା ଆକ୍ରନ୍ତଙ୍କ ସଂଖ୍ୟା । ୭୦ହଜାରରୁ ଅଧିକ ଟେଷ୍ଟ ହେଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୯ଶହ ୪୮ ନୂଆ ଆକ୍ରାନ୍ତ । ଏହି ସମୟରେ ୭୯ହଜାର ୩୭୨ କୋଭିଡ୍ ଟେଷ୍ଟ ହୋଇଛି । କ୍ୱାରେଣ୍ଟାଇନରୁ ୧୧ଶହ ୨୦ ଓ ଲୋକାଲ୍…

ଆଜି ଓଡ଼ିଶାରୁ ୨୨୧୫ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୮୫%

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ପ୍ଲାଟ୍ୟୁ ସ୍ଥିତିରେ ରହିଛି । ୭୦ହଜାରରୁ ଅଧିକ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୁଇ ହଜାରରୁ ଅଢ଼େଇ ହଜାର ଭିତରେ ଆକ୍ରାନ୍ତ । ୨୪ ଘଣ୍ଟାରେ ୨ହଜାର ୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୭୨ ଓ…