Latest Odisha News

BREAKING NEWS

Browsing Tag

Odisha Covid Recovery

ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୧୦ ଲକ୍ଷ ଟପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥତାରେ ମାଇଲଖୁଣ୍ଟ ହୋଇଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥତା ହାର ବି ବୃଦ୍ଧି ପାଉଛି । କରୋନା ସୁସ୍ଥ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି । ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧୦ଲକ୍ଷ ୫୪୮ ଆକ୍ରାନ୍ତ । ସୁସ୍ଥ ହାର ରହିଛି ୯୮.୫୦ ପ୍ରତିଶତ…

ଭଲ ଖବର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୭% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବଢୁଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରୁ ଆଉ ୧୩ ଶହ ୩ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ସେମାନେ ହସ୍ପିଟାଲରୁ ଡିସଚାର୍ଡ ହୋଇଛନ୍ତି । କଟକରୁ ସର୍ବାଧିକ ୧୦୮, ଅନୁଗୁଳରୁ ୧୦୩, ମୟୂରଭଞ୍ଜରୁ ୧୦୧ ସଂକ୍ରମିତ ସୁସ୍ଥ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୩୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ କରୋନା କାୟା ଧୀରେ ଧୀରେ କମୁଛି । ସୁସ୍ଥ ହାର ବଢୁଛି । ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କରିଛନ୍ତି ଆଉ ୨ହଜାର ୩୭୭ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୪ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୦୪, ବାଲେଶ୍ୱରରୁ ୧୬୨, ମୟୂରଭଞ୍ଜରୁ ୧୨୬ ଜଣ ଆରୋଗ୍ୟ ଲାଭ…

ଦୁଇ ତିନି ଦିନରେ ରାଜ୍ୟରେ ଦୁଇ ଲକ୍ଷ ଛୁଇଁବ କରୋନା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ଅପେକ୍ଷା ଦୈନିକ ବଢୁଛି କରୋନା ସୁସ୍ଥ ସଂଖ୍ୟା । ଦୁଇ ତିନି ଦିନ ଭିତରେ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ଦୁଇ ଲକ୍ଷ ପାର କରିଯିବ । ଗତ ୨୪ ଘଣ୍ଟାରେ ଆଉ ୪ ହଜାର ୪୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାରୁ ଆରୋଗ୍ୟ ଲାଭ କଲେଣି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ଅଧିକ ଲୋକ ଆରୋଗ୍ୟ ଲାଭ ବି କରୁଛନ୍ତି । ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪ ହଜାର ୫୨ କରୋନା ଆକ୍ରାନ୍ତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୨୮ ଜିଲ୍ଲାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୬ ଜିଲ୍ଲାରୁ…

ଗୁଡ୍ ନିଉଜ୍: ଦେଶରେ ଯେତିକି, ଓଡ଼ିଶାରେ କୋଭିଡ୍ ସୁସ୍ଥହାର ସେତିକି

ଭୁବନେଶ୍ୱର: କରୋନାକୁ ନେଇ ସାରା ବିଶ୍ୱ ଏବେ ଚିନ୍ତିତ । ମହାମାରୀ ମହାସଂକଟ ଠିଆ କରିଛି । କରୋନା କାଳରେ ଆଶ୍ୱସ୍ତିକର ଖବର ସାମନାକୁ ଆସିଛି । ହାରୁଛି କରୋନା । ଦେଶ ଓ ରାଜ୍ୟରେ ବଢୁଛି ସୁସ୍ଥଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦେଶ ଓ ରାଜ୍ୟରେ ୭୭.୭୭% ଆକ୍ରାନ୍ତ ଆରୋଗ୍ୟ ଲାଭ କଲେଣି ।…