Latest Odisha News

BREAKING NEWS

Browsing Tag

Odisha Covid Situation

ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ…

ଡ଼ରାଇଲାଣି ଛତିଶଗଡ଼ରେ ସଂକ୍ରମଣ ବୃଦ୍ଧି, ଓଡ଼ିଶାର ସୀମାନ୍ତ ଜିଲ୍ଲାକୁ ଛନକା

ଭୁବନେଶ୍ୱର: ଛତିଶଗଡ଼ରେ ପୁଣି ବଢ଼ିଲାଣି ସଂକ୍ରମଣ । ସେଠି ବଢ଼ିବା ପରେ ଓଡ଼ିଶାର ସୀମାନ୍ତ ଜିଲ୍ଲା ପ୍ରତି ଟେନସନ୍ ବଢ଼ିଛି । ସ୍ଥିତି ଉପରେ ସରକାର ନଜର ରଖିଛନ୍ତି । ବିଶେଷ କରି ନୂଆପଡା ଜିଲ୍ଲା ଉପରେ ସ୍ୱତନ୍ତ୍ର ଭାବେ ନଜର ରଖଯାଇଥିବା ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ…

ଓଡ଼ିଶାରେ କୋଭିଡ୍ ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାରେ କୋଭିଡ୍ ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଥିଲା କେନ୍ଦ୍ରୀୟ ଟିମ୍ । ଏମାନଙ୍କ ଭିତରେ ଅଛନ୍ତି କୋଲକାତାର ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର । ଡାକ୍ତର ଶିବାନୀ ଦତ୍ତ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହି…

କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଅଧିକ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ସତର୍କ ରହିବା ପାଇଁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି । ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କ ରହିବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ । ବ୍ୟାପକ ଜନସଚେତନତା ଓ କୋଭିଡ୍…