Latest Odisha News

BREAKING NEWS

Browsing Tag

Odisha Covid Vaccination

ଆଜିଠୁ ରାଜ୍ୟରେ ୧୮-୪୪ ବର୍ଷଙ୍କୁ ଟିକାକରଣ, କେବଳ ଭୁବନେଶ୍ୱରରେ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ୟ୍ୟାୟ ଟିକାକରଣ । କେବଳ ଭୁବନେଶ୍ୱରରେ ୧୮-୪୪ ବର୍ଷ ବୟସ୍କଙ୍କୁ ଟିକା ଦିଆଯାଉଛି । କୋ-ଓ୍ୱିନ୍ ପୋର୍ଟାଲ୍ କିମ୍ବା ଉମଙ୍ଗ ଓ ଆରୋଗ୍ୟ ସେତୁ ଜରିଆରେ ଯେଉଁମାନେ ପଞ୍ଜିକରଣ କରି ସ୍ଲଟ୍ ବୁକ୍ କରିଥିଲେ ସେମାନଙ୍କୁ ଟିକାକରଣ କରାଯାଉଛି ।…

ଟିକା ନେବେ ପୋଲିସ ଡିଜି, ସବୁ ଜିଲ୍ଲାପାଳ ଓ ଏସପି

ଭୁବନେଶ୍ୱର: କାଲିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କ ଟିକାକରଣ ଆରମ୍ଭ ହେବ । ଟିକା ନେବେ ପୋଲିସ ଡିଜି । ସେହିପରି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପି ବି ଟିକା ନେବେ । ଲୋକଙ୍କ ମନରେ ଆସ୍ଥା ପ୍ରକଟ କରିବା ପାଇଁ ବରିଷ୍ଠ ପ୍ରଶାସନିକ ଅଧିକାରୀ କୋଭିଡ୍ ଟିକା ନେବେ । ଏନେଇ ରାଜ୍ୟ…

ଫେବ୍ରୁଆରୀ ୧୪ରୁ ରାଜ୍ୟରେ ଦିଆଯିବ ଦ୍ୱିତୀୟ ଡୋଜ କୋଭିଡ୍ ଟିକା

ଭୁବନେଶ୍ୱର: ରାଜ୍ୟରେ ସଫଳତାର ସହ ଚାଲିଛି କୋଭିଡ୍ ଟିକାକରଣ । ଫେବ୍ରୁଆରୀ ୧୦ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ୩ ଲକ୍ଷ ୫୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟିକା ଦିଆଯିବ । ଜାନୁଆରି ୧୬ ତାରିଖରେ ପ୍ରଥମ ଡୋଜ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ଦ୍ୱିତୀୟ ଡୋଜ କାର୍ଯ୍ୟକ୍ରମ…

ଆଜି ଭୁବନେଶ୍ୱରରେ ପହଞ୍ଚିବ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛି ଦ୍ୱିତୀୟ ପର୍ଯ୍ୟାୟ କୋଭିଡ ଟିକା । ଆଜି  ଭୁବନେଶ୍ୱରରେ ପହଞ୍ଚିବ ସେରମ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଭ୍ୟାକସିନ । ସ୍ପାଇସ୍ ଜେଟର ଏକ ସ୍ୱତନ୍ତ୍ର ବିମାନରେ ପୁଣେରୁ ଭୁବନେଶ୍ୱର ଆସିବ । ଟିକା ଧରି ଆସୁଥିବା ବିମାନ ଅପରାହ୍ନ ପ୍ରାୟ ୪ଟା ୨୫ ମିନିଟରେ…

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ ଅବଜରଭେସନ ରୁମ୍‌ରେ ଅଛନ୍ତି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ…

ଭ୍ୟାକସିନ୍ କାଉଣ୍ଟଡାଉନ୍: ଟିକାକରଣର ୨-୩ ଦିନ ପୂର୍ବରୁ ଓଡ଼ିଶା ଆସିପାରେ କୋଭିଡ୍ ଟିକା

ଭୁବନେଶ୍ୱର: ଦେଶରେ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ କୋଭିଡ୍ ଟିକାକରଣ । ତାର ଦୁଇ ତିନି ଦିନ ପୂର୍ବରୁ ଓଡ଼ିଶାକୁ ଆସିପାରେ ଭ୍ୟାକସିନ୍ । ଏଥିପାଇଁ ତୟାର ଅଛନ୍ତି ସରକାର । ରାଜ୍ୟର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଦୁଇଟି ଜାଗାରେ ଟୁଓଏ କମ୍ୟୁନିକେସନ ରହିବ । DHH ସୁନ୍ଦରଗଡ଼ ଓ…

ଟିକାକରଣ ପାଇଁ ତୟାର ଓଡ଼ିଶା: ରାଜ୍ୟରେ ଅଛି ୨୯ ହଜାର ସେସନ୍ସ ସାଇଟ୍

ଭୁବନେଶ୍ୱର: କରୋନା ଟିକା ଆସିବା କ୍ଷଣି ଓଡ଼ିଶାରେ ଆରମ୍ଭ ହେବ ଟିକାକରଣ । ସରକାର ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ଅଛନ୍ତି । ଟିକାକରଣ ପାଇଁ ୨୯ହଜାର ସେସନ ସାଇଟ ଅଛି । କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଟିକାକରଣ ବେଳେ ଏସବୁ ଆବଶ୍ୟକ ହେବନି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର…

କେନ୍ଦ୍ର ସରକାର ଟିକା ଦେବା କ୍ଷଣି ଓଡ଼ିଶାରେ ଟିକାକରଣ: ଡିଏମଇଟି

ଭୁବନେଶ୍ୱର: ଦେଶରେ ଦୁଇଟି ଟିକାର ଜରୁରୀ ବ୍ୟବହାର ପାଇଁ ଭାରତୀୟ ଔଷଧ ନିୟାମକ ବା DCGI ଅନୁମତି ପ୍ରଦାନ କରିଛି । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଡି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି, କେନ୍ଦ୍ର ସରକାର ଆମକୁ ଟିକା ଦେବା ପରେ ତତକ୍ଷଣାତ୍ ରାଜ୍ୟରେ ଟିକାକରଣ କରାଯିବ ।…