Latest Odisha News

BREAKING NEWS

Browsing Tag

Odisha Covid

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ ଜଣଙ୍କର ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ । ଗଞ୍ଜାମ ଜିଲ୍ଲାରୁ ପାଞ୍ଚ ଓ ଗଜପତି ଜିଲ୍ଲାରେ ଆଉ ଜଣେ ଭୂତାଣୁ ସଂକ୍ରମିତଙ୍କ ଜୀବନ ଯାଇଛି । ମୃତକଙ୍କ ଭିତରେ ପାଞ୍ଚ ଜଣ ପୁରୁଷ ଓ ଜଣେ ମହିଳା ।…

ଭୁବନେଶ୍ୱରରେ ମହିଳା ଏସଆଇଙ୍କୁ କରୋନା

ଭୁବନେଶ୍ୱର: ଖୋର୍ଦ୍ଧା ଅବକାରୀ ଅଧୀକ୍ଷକଙ୍କ ଅଫିସରେ କାର୍ଯ୍ୟରେ ଯୋଗ ଦେବାକୁ ଆସିଥିବା ମହିଳା ସବ୍-ଇନିସପେକ୍ଟର କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଅବକାରୀ ଏସପି ପ୍ରସନ୍ନ ଆଚାର୍ଯ୍ୟ । ଦୁଇ ଦିନ ତଳେ ଖୋର୍ଦ୍ଧା…

ରାଜ୍ୟରେ ୪୯୪ ନୂଆ ପଜିଟିଭ୍, ୧୫ ହଜାର ପାର କଲା କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା କେସ୍ ୧୫ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୯୪ ନୂଆ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୩୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୭୨ଟି । ଗଞ୍ଜାମ ଜିଲ୍ଲାରୁ ପୁଣି ସର୍ବାଧିକ ୨୪୬ ଭୂତାଣୁ ସଂକ୍ରମିତ…

ଚାରି ମାସରେ ପାଖାପାଖି ୧୫ ହଜାର ପଜିଟିଭ୍ କେସ୍, ଟପ୍ ଫାଇଭ୍ ଜିଲ୍ଲାରେ ୫୯% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ ବଢୁଛି କରୋନା ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଓ ସୁସ୍ଥ ହାର । ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୪ ହଜାର ୮୯୮କୁ ବୃଦ୍ଧି ପାଇଛି । ଗତ ଚାରି ମାସ ଭିତରେ ଏତେ ସଂଖ୍ୟକ ଆକ୍ରାନ୍ତ ବାହାରିଛନ୍ତି । ମାର୍ଚ୍ଚ ୧୫ ତାରିଖରେ ରାଜ୍ରୁ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା…

ଚିନ୍ତା ବଢ଼ାଉଛନ୍ତି ଜି-କେ-ଜେ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନାର ଲମ୍ବା ଡିଆଁ । ପ୍ରତିଦିନ ପାଞ୍ଚ ଶହ ଉପରେ ପଜିଟିଭ କେସ ଆସୁଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଏବେ ଟେନସନ୍ । ବିଶେଷ କରି ଜି-ଜେ-କେ ଜିଲ୍ଲା ମୁଣ୍ଡ ବିନ୍ଧାର କାରଣ ହୋଇଛନ୍ତି । ଜି-ଗଞ୍ଜାମ, ଜେ-ଯାଜପୁର ଓ କେ-ଖୋର୍ଦ୍ଧା । ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ…