Latest Odisha News
Browsing Tag

Odisha Education Department

ସ୍କୁଲରେ ସଂକ୍ରମଣ ରୋକିବାକୁ କୋଭିଡ୍ ମନିଟରିଂ ସେଲ୍ ଗଠନ, ମାସ୍କ ନଥିଲେ ଏଣ୍ଟ୍ରି ନାହିଁ

ଭୁବନେଶ୍ୱର: ବରଗଡ଼ ଓ ଢ଼େଙ୍କାନାଳ ଜିଲ୍ଲାର ଦୁଇଟି ସ୍କୁଲରୁ ୩୪ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପିଲାଙ୍କ ସୁରକ୍ଷା ନେଇ ତତ୍ପରତା ପ୍ରକାଶ ପାଇଛି । ଗତକାଲି ମୁଖ୍ୟମନ୍ତ୍ରୀ କୋଭିଡ୍ ସ୍ଥିତିତ ସମୀକ୍ଷା କରିବା ପରେ ଏସଓପିକୁ କଡ଼ାକଡ଼ି ପାଳନ ନେଇ ଗଣଶିକ୍ଷା ବିଭାଗ…

ଆସନ୍ତା ୧୨ ତାରିଖରୁ +୨ରେ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ ଯୁକ୍ତ ନାମଲେଖା ପ୍ରକ୍ରିୟା । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଜାରି ହେବ ବିଜ୍ଞପ୍ତି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଗଣଶିକ୍ଷା ବିଭାଗ ଅଧିକାରୀଙ୍କୁ ନେଇ…

ରାଜ୍ୟରେ ୭ଟି ସ୍ଲାବରେ କୋହଳ ହେବ ସ୍କୁଲ ଫି’, ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କୋହଳ ହେବ ସ୍କୁଲ ଫି । ଘରୋଇ ସ୍କୁଲ, ଅଣଅନୁଦାନପ୍ରାପ୍ତ ଓ ଅନୁଦାନପ୍ରାପ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି…

ସ୍କୁଲ ଫି’ ଛାଡ଼ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ତର୍ଜମା କରାଯିବ । ଉଚ୍ଚନ୍ୟାୟାଳୟ କି ନିର୍ଦ୍ଦେଶ କିମ୍ବା ପରାମର୍ଶ ଦେଇଛନ୍ତି ତାକୁ ଦେଖିବା ପରେ ବିଭାଗ…