Latest Odisha News

BREAKING NEWS

Browsing Tag

Odisha Fights Corona

କଳାହାଣ୍ଡିରେ ଚିହ୍ନଟ ହେଲେ ରାଜ୍ୟର ୨୧ତମ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଆଉଜଣେ ନୂଆ କରୋନା ରୋଗୀ ଆଜି ଚିହ୍ନଟ ହୋଇଛିନ୍ତି । ଏଥିସହିତ ଓଡିଶାରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୨୧ ରେ ପହଞ୍ଚିଛି । କୌଣସି ଲକ୍ଷଣ ନଥିବା କଳାହାଣ୍ଡିର ୨୯ ବର୍ଷ ବୟସ୍କ ବ୍ୟକ୍ତିଙ୍କ ସ୍ୱାବ୍ ନମୁନା କରୋନା ପଜିଟିଭ୍ ଆସିଥିବା ରାଜ୍ୟ…

ସୂର୍ଯ୍ୟନଗର କୋଭିଡ୧୯ ପଜିଟିଭଙ୍କ ମିଳିଲା କୋଲକାତା ଲିଙ୍କ

ଭୁବନେଶ୍ୱର : ରାଜଧାନୀର ସୂର୍ଯ୍ୟନଗରରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ରୋଗୀଙ୍କ ଝିଅ କିଛି ଦିନ ତଳେ କୋଲକାତାରୁ ଫେରିଥିବା ସୂଚନା ମିଳିଛି । ସେଠାରେ ସେ ଚାରିଦିନ ରହି ଫେରିଥିଲେ ଏବଂ ସମ୍ଭବତଃ ସେହିଠାରୁ ହିଁ ସଂକ୍ରମଣ ହୋଇଥିବା ଶନିବାର କହିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର…

କରୋନା ସଂକ୍ରମଣ: ବାହାରକୁ ବାହାରିଲେ ମୁହଁ ଘୋଡାଇ ରଖିବାକୁ ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର : କୌଣସି ଲକ୍ଷଣ ଦେଖାଯାଉ ନ ଥିବା କରୋନା ସଂକ୍ରମିତ ରୋଗୀ ଅନ୍ୟମାନଙ୍କୁ ଭୂତାଣୁ ସଂକ୍ରମଣ କରିବାର ସମ୍ଭାବନା ଦୃଷ୍ଟିରୁ ସତର୍କତା ଅବଲମ୍ବନ କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ନିହାତି ଆବଶ୍ୟକ ପଡିଲେ ବାହାରକୁ…

ନିଜାମୁଦ୍ଦିନ୍ ମର୍କଜ ସମାବେଶରୁ ଓଡିଶା ଆସିଥିବା ୨୮ ମଧ୍ୟରୁ ୩ କରୋନା ପଜିଟିଭ୍

ଭୁବନେଶ୍ୱର: ଦିଲ୍ଲୀର ନିଜାମୁଦ୍ଦିନ୍ ମର୍କଜରେ ହୋଇଥିବା ତବ୍‌ଲିଘି ଜମାତ୍ ସମାବେଶରେ ଯୋଗଦେଇ ଓଡିଶା ଆସିଥିବା ୨୮ ଜଣଙ୍କ ମଧ୍ୟରୁ ତିନି ଜଣଙ୍କ କୋଭିଡ୍‌୧୯ ନମୁନା କରୋନା ପଜିଟିଭ୍ ଆସିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ…

ନିଜାମୁଦ୍ଦିନ୍ ତବଲିଘି ଜମାତ୍ ସମାବେଶରେ ଯୋଗ ଦେଇଥିଲେ ଓଡିଶାର ଷଷ୍ଠ କରୋନା ପଜିଟିଭ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ଷଷ୍ଠ କରୋନା ପଜିଟିଭ ରୋଗୀ ମାର୍ଚ୍ଚ ମାସରେ ଆୟୋଜିତ ଦିଲ୍ଲୀର ନିଜାମୁଦ୍ଦିନ୍ ମର୍କଜରେ ଆୟୋଜିତ ତବଲିଘି ଜମାତ ସମାବେଶରେ ଯୋଗ ଦେଇ ଫେରିଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏ ସଂକ୍ରାନ୍ତରେ ସୂଚନା ଦେଇ ଓଡିଶା ସରକାରଙ୍କ କୋଭିଡ୧୯ ମୁଖପାତ୍ର ସୁବ୍ରତ…