Latest Odisha News

BREAKING NEWS

Browsing Tag

Odisha Fights Corona

କରୋନା ନେଲା ଆଉ ୧୫ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୮୨୮

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୫ ଆକ୍ରାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ଗତ ୨୪ ଘଣ୍ଟାରେ ୧୦ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । Regret to inform the demise of fifteen…

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଦୁଇ ଦିନ ପାଇଁ ବନ୍ଦ ରହିଲା ଓଏଚଆରସି

ଭୁବନେଶ୍ୱର: ରାଜ୍ୟ ମାନବାଧିକାର କମିଶନଙ୍କ ତୋଷାଳୀ ସ୍ଥିତ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭି ଚିହ୍ନଟ ପରେ ଦୁଇ ଦିନ ପାଇଁ ଏହାକୁ ବନ୍ଦ ରଖାଯାଇଛି । ଆସନ୍ତା ୩୦ ତାରିଖ ଯାଏଁ ଏହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । କମିଶନଙ୍କ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ…

ଶ୍ରୀମନ୍ଦିର ନ ଖୋଲିବାକୁ ଯୁକ୍ତି ବାଢିଲେ ସରକାର

କଟକ : ପୁରୀରେ ସେବାୟତଙ୍କ ପରିବାରର ୩୩୨ ଜଣ ଓ ଶ୍ରୀମନ୍ଦିର କାର୍ଯ୍ୟାଳୟର ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀଜୀଉମାନଙ୍କ ନିୟମିତ ନୀତିକାନ୍ତି ଚାଲିଛି । ମନ୍ଦିର ଭକ୍ତମାନଙ୍କ ପାଇଁ କାହିଁକି ଖୋଲାଯିବନି ଏ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ହାଇକୋର୍ଟରେ ହୋଇଥିବା ମାମଲାର ଜବାବ…

ରାଜ୍ୟରେ କମିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ୨୪ ଘଣ୍ଟାରେ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ୱର: ରାଜ୍ୟରେ ଦୈନିକ ଚିହ୍ନଟ ହେଉଥିବା ସଂକ୍ରମିତ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଚାରି ହଜାର ତଳକୁ ଖସିଛି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ ହଜାର ୨୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୯ ଶହ ୫୧ ସଂକ୍ରମିତ…

ରାଜ୍ୟରେ କରୋନାର ନୂଆ ରେକର୍ଡ: ଦିନକରେ ୪୩୫୬ ପଜିଟିଭ୍

ଭୁବନେଶ୍ୱର: ସେପ୍ଟେମ୍ବରରେ ନୂଆ ରେକର୍ଡ କରୁଛି କରୋନା । ମହାମାରୀ ମାଡ଼ି ମାଡ଼ି ଚାଲିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଏଯାଏ ସର୍ବାଧିକ ୪ ହଜାର ୩୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନ୍ ୨୫ ଶହ ୨୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧ ହଜାର…

କରୋନା ମୁକାବିଲା ପାଇଁ ରାଜଧାନୀରେ ହେଲା ଆଉ ୬୦ ଆଇସିୟୁ ବେଡ୍‌ର ବ୍ୟବସ୍ଥା : ବିଏମସି କମିଶନର

ଭୁବନେଶ୍ୱର : ରାଜଧାନୀରେ ୩ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । କିନ୍ତୁ ସେମାନଙ୍କ ମଧ୍ୟରେ ୭୫ ପ୍ରତିଶତ ଘରେ ସଙ୍ଗରୋଧରେ ଅଛନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କମିଶନର…

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କୁ କରୋନା

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ସଙ୍ଗରୋଧରେ ରହିବା ସହିତ ଲକ୍ଷଣ ଦେଖାଗଲେ କୋଭିଡ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।…

କରୋନା ସଂକ୍ରମଣର ମୁକାବିଲା ଲାଗି ବ୍ୟବସାୟୀ ଓ ପୋଲିସ କମିଶନରଙ୍କ ମଧ୍ୟରେ ଆଲୋଚନା

ଭୁବନେଶ୍ୱର : ଗତ କିଛି ଦିନ ଧରି ଭୁବନେଶ୍ୱରରେ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୋକାନ ବଜାର ଖୋଲିବା ନେଇ କଟକଣା ହଟିବା ପରେ ଏବେ ବହୁ ସ୍ଥାନରେ ଲୋକେ ସାମାଜିକ ଦୂରତ୍ୱ ଓ ଏପରିକି ମାସ୍କ ପିନ୍ଧିବା ନେଇ ସଚେତନତା ହେଉ ନ ଥିବା ନଜରକୁ ଆସୁଛି । ଏଥି ପାଇଁ ଆଜି ପୋଲିସ କମିଶନର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ଅଧିକ ଲୋକ ଆରୋଗ୍ୟ ଲାଭ ବି କରୁଛନ୍ତି । ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪ ହଜାର ୫୨ କରୋନା ଆକ୍ରାନ୍ତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୨୮ ଜିଲ୍ଲାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୬ ଜିଲ୍ଲାରୁ…

ଗଂଜାମରେ ଆସନ୍ତା ୨୪ ତାରିଖରୁ ପାଳନ ହେବ କୋଭିଡ ସପ୍ତାହ

ଛତ୍ରପୁର: ଆସନ୍ତା ୨୪ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ ଗଂଜାମରେ ଜିଲ୍ଲାସ୍ତରୀୟ କୋଭିଡ ସପ୍ତାହ ପାଳନ ହେବ । ଏହି ସପ୍ତାହରେ ସଚେନତାକୁ ବ୍ୟାପକ କରାଯିବାର ଲକ୍ଷ୍ୟ ରହିଛି । ଏ ନେଇ ଆଜି ଜିଲ୍ଲାପାଳ ବିଜୟ ଅମନୃତ କୁଲାଙ୍ଗେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଅନ୍ୟ…