ରାଜ୍ୟରୁ ଆଉ ୧୦ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୬୯
ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ ଜଣଙ୍କର ଜୀବନ ଯାଇଛି । ୧୬୯କୁ ବୃଦ୍ଧି ପାଇଛି ମୋଟ୍ ମୃତ୍ୟୁ ସଂଖ୍ୟା ।
ଗଞ୍ଜାମ ଜିଲ୍ଲାରୁ ଆଉ ୪ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ ଜିଲ୍ଲାରେ ମୋଟ୍ ମୃତ୍ୟୁ ସଂଖ୍ୟା ୯୦ରେ…