କୋଭିଡ ନିୟମ ଭାଙ୍ଗିଥିବା ଅଭିଯୋଗରେ ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଏତଲା
ଭୁବନେଶ୍ୱର: ଭୁବନେଶ୍ୱର:ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଏତଲା । କୋଭିଡ ଗାଇଡଲାଇନ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କ ନାଁରେ ଇନ୍ଦ୍ରମଣି ରଣସିଂ ନାମକ ଜଣେ ବ୍ୟକ୍ତି ବେଗୁନିଆ ଥାନାରେ ଅଭିଯୋଗ କରିଛନ୍ତି ।
ସୂଚନା ଅନୁଯାୟୀ, ଅରୂପ ପଟ୍ଟନାୟକ ଗଡମାଣିତ୍ରୀ ଗାଁକୁ ଯାଇଥିବା…