Latest Odisha News

BREAKING NEWS

Browsing Tag

Odisha Flood

ବନ୍ୟା ପୀଡିତଙ୍କ ପାଇଁ ସହଯୋଗର ହାତ ବଢାଇଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ

ଭୁବନେଶ୍ୱର :  ରାଜ୍ୟରେ ବନ୍ୟାର ବିଭୀଷିକା ପରେ ଅନେକ କ୍ଷୟ କ୍ଷତି ହୋଇଛି । ମହାନଦୀର ଶାଖାନଦୀ ଆସିଥିବା ବନ୍ୟାର ପ୍ରଭାବରେ ପୁରୀ ଜିଲ୍ଲା ସମ୍ପୁର୍ଣ୍ଣ ପ୍ରଭାବିତ ହୋଇଥିଲା  । ପୁରୀ ଜିଲ୍ଲାର ଗୋପ ବ୍ଲକର ବନ୍ୟା ପୀଡିତଙ୍କ ପାଇଁ ସହଯୋଗର ହାତ ବଢାଇଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ  ।…

ସରକାରଙ୍କ ଅପାରଗତା ପାଇଁ ବନ୍ୟା ହେଲା :ବିଜେପି

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ଜନିତ କ୍ଷୟକ୍ଷତି ପ୍ରସଙ୍ଗରେ ରାଜ୍ୟ ବିଜେପି ପକ୍ଷରୁ ପ୍ରେସମିଟ୍ କରାଯାଇଛି । ବନ୍ୟାଞ୍ଚଳ ପରିଦର୍ଶନ କରି ଏକ ଚାର୍ଜସିଟ ପ୍ରସ୍ତୁତ କରିଛି ଦଳ । ରାଜ୍ୟରେ ହୋଇଥିବା ବନ୍ୟା ପାଇଁ ରାଜ୍ୟ ସରକାରଙ୍କୁ ସମ୍ପୁର୍ଣ୍ଣ ଦାୟୀ କରିଛି ବିଜେପି  । ସରକାରଙ୍କ…

ଗୋପରେ ଓଲଟିଲା ବିଜେପିର ରିଲିଫ୍ ଡଙ୍ଗା

ପୁରୀ: ସାରା ରାଜ୍ୟରେ ବନ୍ୟାର ବିଭୀଷିକା ଦେଖାଦେଇଛି । ଏହା ମଧ୍ୟରେ ରିଲିଫ ବାଣ୍ଟିବାକୁ ଯାଉଥିବା ବେଳେ ଡଙ୍ଗା ଓଲଟିପଡିବାର ଖବର ସାମ୍ନାକୁ ଆସିଛି । ଗତକାଲି ଗୋପ ବ୍ଲକରୁ ଏଭଳି ଏକ ଚିତ୍ର ଦେଖିବାକୁ ମିଳିଥିଲା  ।  ଗୋପ ବ୍ଲକ ନାଗପୁର ପଞ୍ଚାୟତରେ ଡଙ୍ଗାଟି  ଓଲଟିପଡିଛି । କିନ୍ତୁ…

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅପରାହ୍ନ ସାଢେ ତିନିଟା ବେଳେ  ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟାସ୍ଥିତି ଅନୁଧ୍ୟାନ କରିବେ । ସେହିଜିଲ୍ଲା ଗୁଡିକ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ଏହି…

ରାଜ୍ୟର ୪ଟି ସ୍ଥାନରେ ଘାଇ, ୧୦ ଜିଲ୍ଲା ବନ୍ୟାରେ ପ୍ରଭାବିତ: SRC

ଭୁବନେଶ୍ୱର: ରାଜ୍ୟର ୪ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି । ଖୋର୍ଦ୍ଧା ରାଜୁଆ ନଦୀର ପାଣ୍ଡିଆବିଲ, ସତ୍ୟବାଦୀର ମକରାରେ, ଗୋପ ବ୍ଲକ ଗଣେଶ୍ୱରପୁର ପଞ୍ଚାୟତର ଖଣ୍ଡୁଆକୁଦ ଗାଁ କୁଶଭଦ୍ରା, ରାହାମା ବ୍ଲକ ତେରମାଣପୁର ଘେରି ବନ୍ଧରେ ଘାଇ ହୋଇଥିବା ଏସଆରସି ସୂଚନା ଦେଇଛନ୍ତି । ଘାଇ ବନ୍ଦ ପାଇଁ ଜଳ…

ପାଣି ଘେରା ସ୍କୁଲରୁ ଉଦ୍ଧାର ହେଲେ ୫୫୮ ଜଣ ଛାତ୍ରଛାତ୍ରୀ

ଭୁବନେଶ୍ବର: ଲଘୁଚାପ ଜନିତ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ବିଭିନ୍ନ ଅଞ୍ଚଳ ଜଳମଗ୍ନ ରହିଥିବାରୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଛି । ପାଣି ଘେରରେ ଫସି ରହିଥିବା ଲୋକମାନଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି । ମଙ୍ଗଳବାର  କଟକ…

ଜଳମଗ୍ନ ଭଟ୍ଟାରିକା ମନ୍ଦିର; ପ୍ରାଙ୍ଗଣରେ ୧୪୪ ଧାରା ଜାରି

କଟକ: ରାଜ୍ୟର ପ୍ରସିଦ୍ଧ ଦେବୀ ପୀଠ ଭଟ୍ଟାରିକାରେ ସ୍ଥାନୀୟ ପ୍ରଶାସନ ଦ୍ୱାରା ୧୪୪ ଧାରା ଜାରି ହୋଇଛି । ଅତିରିକ୍ତ ତହସିଲଦାର ତପନ କୁମାର ପରିଡ଼ା ଭଟ୍ଟାରିକା ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଛନ୍ତି । ମହାନଦୀରେ ବନ୍ୟା ଆସିବାରୁ, ଏହାର କୂଳରେ ଅବସ୍ଥିତ ଭଟ୍ଟାରିକା ମନ୍ଦିର ଜଳମଗ୍ନ…

ଦୟାନଦୀରେ ଘାଇ, ଜଳବନ୍ଦୀ ପୁରୀ ଜିଲ୍ଲା କଣାସ ଅଞ୍ଚଳ

ପୁରୀ: ବଢୁଛି ଦୟାନଦୀ । କୂଳ ଲଙ୍ଗିବା ଆରମ୍ଭ କରିଛି । ଫଳରେ କଣାସ ବ୍ଲକ୍‌ରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ମାଟିଆପଡ଼ା ନିକଟରେ ଦୟାନଦୀରେ ଶହେ ଫୁଟର ଘାଇ ହୋଇଛି । ଗତକାଲି ରାତିରେ ବନ୍ଧ ଭାଙ୍ଗି ଘାଇ ସୃଷ୍ଟି ହୋଇଛି । ଦୟାନଦୀରେ ପାଣିରେ ଆଖାପାଖ ଗାଁ ଜଳାର୍ଣ୍ଣବ । କଣାସ…

ବନ୍ୟାରେ ୧୦ ଜିଲ୍ଲାର ୩୯ଟି ବ୍ଲକ ପ୍ରଭାବିତ, ପାଣି ଘେରରେ ୫୫୧ଟି ଗାଁ

ଭୁବନେଶ୍ୱର: ଲଘୁଚାପ ଜନିତ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟର ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ବୌଦ୍ଧ, କଟକ, ଯାଜପୁର, ଢେଙ୍କାନାଳ, ନୂଆପଡ଼ା, ଦେବଗଡ଼ ଓ ସୋନପୁର । କ୍ଷତିଗ୍ରସ୍ତ ହୋଇଛି ୩୯ଟି ବ୍ଲକର ୯୯୭ଟି ଗାଁ । ବର୍ଷା…