ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୧.୫୮ କୋଟି ଟଙ୍କାର ଲାଭାଂଶ ପ୍ରଦାନ
ଭୁବନେଶ୍ବର : ରାଜ୍ୟ ସରକାରଙ୍କୁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧ କୋଟି ୫୮ ଲକ୍ଷ ୧୩ ହଜାର ୧୭୫ ଟଙ୍କାର ଲାଭାଂଶ ପ୍ରଦାନ କରିଛି ଓଡ଼ିଶା ବନ ଉନ୍ନୟନ ନିଗମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନିଗମର ପରିଚାଳନା ନିର୍ଦ୍ଦେଶକ ରାଜୀବ କୁମାର ମୁଖ୍ୟ ଶାସନ ସଚିବ ସୁରେଶ…