କରୋନାର ନୂଆ ଭ୍ୟାରିଆଣ୍ଟ ଚିହ୍ନଟ ପରେ ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ
ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଛି କରୋନାର ନୂଆ ଭ୍ୟାରିଆଣ୍ଟ । କରୋନାର ନୂଆ ଭ୍ୟାରିଆଣ୍ଟର ମୁକାବିଲା କରିବାକୁ ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଥିପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର । ସ୍କୁଲ, କଲେଜରେ ସଂକ୍ରମଣ ଚେନକୁ ରୋକିବା ପାଇଁ ସ୍ୱତନ୍ତ୍ର କ୍ୱାରେଣ୍ଟାଇନ୍…