Latest Odisha News

BREAKING NEWS

Browsing Tag

Odisha Government

ଆଉ ୫ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଫିସର ଚାକିରିରୁ ବିଦା

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମାନଙ୍କ ଭିତରେ ଅଛନ୍ତି ପୋଲିସ ଡିଏସପି, ଓଏଏସ୍ ଅଫିସର, ପୋଲିସ ଇନ୍ସପେକ୍ଟର ଓ୨ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସର ।…

ମୃତ କରୋନା ରୋଗୀଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ମୃତ କରୋନା ରୋଗୀଙ୍କ ପରିବାରକୁ ଓଡିଶା ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ। ମଙ୍ଗଳବାର ଗଣମାଧ୍ୟମ ସହିତ କଥାବାର୍ତ୍ତା ବେଳେ ନିର୍ଦ୍ଦେଶକ, ମେଡିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ (ଡ଼ିଏମଟି) ସିବିକେ ମହାନ୍ତି କହିଛନ୍ତି। ସେ…

ହୋଲିରେ ରାଜଧାନୀର ରାସ୍ତାଘାଟ ଖାଁ ଖାଁ, ସବୁଠି ଜଗିଛି ପୋଲିସ

ଭୁବନେଶ୍ୱର: କୋଭିଡ୍ କଟକଣା ଭିତରେ ରାଜ୍ୟରେ ପାଳନ ହେଉଛି ହୋଲି । ଟ୍ୱିନସିଟିରେ ପୋଲିସର କଡ଼ା ଚେକିଂ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଘରେ ହୋଲି ଖେଳିବାକୁ କମିଶନରେଟ୍ ପୋଲିସ ସହିତ ମହାନଗର ନିଗମ କମିଶନର କହିଥିଲେ । ହୋଲି ଖେଳିବାକୁ ରାସ୍ତାକୁ ଆସିଲେ ପୋଲିସ କାର୍ଯ୍ୟାନୁଷ୍ଠାନର ଡର…

ଅଫଲାଇନରେ ବି ହୋଇପାରିବ ଟିକାକରଣ ପାଇଁ ପଞ୍ଜିକରଣ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବରିଷ୍ଠ ନାଗରିକଙ୍କୁ ଟିକାକରଣ । ସେମାନଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା କରିଛନ୍ତି । କୋ-ଓ୍ୱିନ୍ ଆପରେ ରେଜିଷ୍ଟ୍ରେସନ କରାଯାଉଛି । ରାଜ୍ୟରେ ଅଫଲାଇନରେ ବି ପଞ୍ଜିକରଣ କରିପାରିବେ । ଏନେଇ ସବୁ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ…

ବଢ଼ିଲା ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ: ୨୦ ହଜାରରୁ ୨୮ ହଜାରକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ବଢ଼ିଲା ମେଡିକାଲ କଲେଜରେ କାର୍ଯ୍ୟରତ ହାଉନ୍ ସର୍ଜନଙ୍କ ଷ୍ଟାଇପେଣ୍ଡ । ରାଜ୍ୟ ସରକାର ସେମାନଙ୍କର ଷ୍ଟାଇପେଣ୍ଡ ରାଶିରେ ୮ ହଜାର ଟଙ୍କା ବୃଦ୍ଧି କରିଛନ୍ତି। ଏଣିକି ସେମାନେ ମାସିକ ୨୮ ହଜାର ଟଙ୍କା ଷ୍ଟାଇପେଣ୍ଡ ପାଇବେ । ପୂର୍ବରୁ ମିଳୁତିଲା ୨୦ ହଜାର ଟଙ୍କା । ଏନେଇ ଊଗଋଞଙ୍କୁ…

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କ ସୁବିଧା ଲାଗି ଅନଲାଇନରେ ମିଳିବ ୧୧ ପ୍ରକାର ସେବା

ଭୁବନେଶ୍ବର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବା ମିଳିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପ ହେଉଛି ଆମ ଅର୍ଥନୀତିର ବିକାଶର ଆଧାର । ଏହି କ୍ଷେତ୍ରରେ ହିଁ ଅଧିକ ଲୋକ…

୨୦୨୧ ମାର୍ଚ୍ଚ ସୁଦ୍ଧା ଓଡିଶାରେ ହେବ ଷ୍ଟାର୍ଟଅପ୍ ହବ୍‌

ଭୁବନେଶ୍ୱର: ଜାତୀୟ ସ୍ତରରେ ଓଡିଶାକୁ ଷ୍ଟାର୍ଟଅପ୍ ଲିଡରର ସ୍ୱୀକୃତି ମିଳିଛି । ୨୦୧୯ ମସିହାରେ ଭାରତ ସରକାରଙ୍କ ଦ୍ୱାରା କରାଯାଇଥିବା ର‌୍ୟାଙ୍କିଂରେ ଏହା ସ୍ଥାନ ପାଇଛି । ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ଷ୍ଟାର୍ଟଅପ୍ କାଉନସିଲରୁ…

୬ ମାସ ମଧ୍ୟରେ ହେବ ପୌର ନିର୍ବାଚନ !

ଭୁବନେଶ୍ୱର: ପୌର ନିର୍ବାଚନକୁ ନେଇ ୨ ବର୍ଷ ହେବ ଲାଗି ରହିଛି ଅଚଳାବସ୍ଥା । ଏହାରି ଭିତରେ କେବେ ହେବ ପୌର ନିର୍ବାଚନ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଦୀର୍ଘ ୩ ବର୍ଷ ଧରି ପୌର ନିର୍ବାଚନ ହୋଇନଥିବା ବେଳେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଆଜି ଏନେଇ ସୂଚନା…

୫ଟି ମେଗା ପ୍ରକଳ୍ପକୁ ଓଡିଶା ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର: ମେଟାଲ କ୍ଷେତ୍ରରେ ୯୨,୭୧୩ କୋଟି ଟଙ୍କା ବିନିମୂଲ୍ୟରେ ୫ଟି ମେଗା ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ଓଡିଶା ସରକାର । ଆଧିକାରୀକ ବିଜ୍ଞପ୍ତି ଅନୁଯାୟୀ, ଇଣ୍ଡଷ୍ଟ୍ରିଆଲ୍ ପଲିସି ରିଜୋଲୁସନ୍ (ଆଇପିଆର୍‌-୨୦୧୫) ମଧ୍ୟରେ ଶିଳ୍ପନୀତିରେ ଏହା ଏକ ବଡ ପୁଞ୍ଜିନିବେଶ ହୋଇଥିବା…

‘ଶୀତ ଦିନ ପାଇଁ ସାବଧାନ’

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ତଳମୁହାଁ ରହିଛି । ହେଲେ ରାଜ୍ୟରୁ କରୋନାର କୋପ କମିନି । ଅନ୍ୟ ଭୂତାଣୁ ଓ କରୋନା ଭାଇରସ ମଧ୍ୟରେ ଅନେକ ଫରକ ରହିଛି । ଆଗକୁ ଶୀତ ଆସୁଥିବାରୁ ସଜାଗ ରହିବା ଆବଶ୍ୟକ । ଶୀତ ଲାଗି କରୋନା ବ୍ୟାପିବା ଅଧିକ ସମ୍ଭାବନା ରହିଥିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ…