Latest Odisha News
Browsing Tag

Odisha Govt.

ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ୱର: ୨୦୨୫ ମସିହା ମାର୍ଚ୍ଚ ମାସରେ ଓଡ଼ିଶା ସରକାର ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ରାଜ୍ୟରେ ଏକ କୋଟିରୁ ଅଧିକ ମହିଳା ହିତାଧିକାରୀ ସୁଭଦ୍ରା ଯୋଜନା ଅଧୀନରେ ଦ୍ୱିତୀୟ କିସ୍ତିରେ…

ବଦଳି କିମ୍ବା ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ ଆକ୍ସନ

ଭୁବନେଶ୍ୱର: ବଦଳି କିମ୍ବା ପୋଷ୍ଟିଂ ପାଇଁ ଚାପ ପକାଇଲେ ଆକ୍ସନ ନିଆଯିବ ବୋଲି ଓଡିଶା ସରକାର କର୍ମଚାରୀ ମାନଙ୍କୁ କଡା ଚେତାବନୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମସ୍ତ ବିଭାଗର ସଚିବମାନଙ୍କୁ ଲେଖିଥିବା ଚିଠିରେ କହିଛନ୍ତି ଯେ ବଦଳି ଏବଂ ପୋଷ୍ଟିଂ ପାଇଁ କୌଣସି ଅଧିକାରୀଙ୍କ…

ନଭେମ୍ବର ୨୧ରୁ ଆରମ୍ଭ ହେବ ଖରିଫ ଧାନ କିଣା

ଭୁବନେଶ୍ୱର: ନଭେମ୍ବର ୨୧ରୁ ଖରିଫ ଧାନର କ୍ରୟ ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ମନ୍ତ୍ରୀ ସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କୃଷକମାନଙ୍କଠାରୁ ଖରିଫ ଧାନ…

ନଭେମ୍ବରରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ଼

ଭୁବନେଶ୍ୱର: ଆସନ୍ତା ମାସରୁ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ଦିନ କହିଛନ୍ତି। ଦଶ ଲକ୍ଷରୁ ଅଧିକ ଆବେଦନ ଉପରେ ଯାଞ୍ଚ ଶେଷ ହେବା ପରେ ସରକାର ନୂତନ ରାସନ କାର୍ଡ ପ୍ରଦାନ ଆରମ୍ଭ କରିବେ ବୋଲି…

ଓଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ କେଉଁ ବିଭାଗ…

ଭୁବନେଶ୍ୱର: ଓଡିଶା ସରକାର ସୋମବାର ଦିନ ୧୧ ଜଣ ଓଏଏସ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ଶଳୈନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବରେ ବଦଳି କରାଯାଇଛି। ସେ କ୍ରୀଡା ଏବଂ ଯୁବ ସେବା ବିଭାଗରେ ଯୁଗ୍ମ ସଚିବ…

ଦାଦନ ଶ୍ରମିକଙ୍କ ପାଇଁ ସ୍ପେଶାଲ ଟାସ୍କଫୋର୍ସ ଗଠନ

ଭୁବନେଶ୍ୱର: ଦାଦନ ଶ୍ରମିକଙ୍କ ସମସ୍ୟା ଦୂର କରିବା ପାଇଁ ଏକ ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କରିବାକୁ ସୋମବାର ଘୋଷଣା କରିଛନ୍ତି ଓଡିଶା ସରକାର । ସୂଚନାନୁସାରେ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଟାସ୍କଫୋର୍ସର ଚେୟାରମ୍ୟାନ ହେବାକୁ ଥିବାବେଳେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା…

୨୦୨୪-୨୫ ଆର୍ଥିକ ବର୍ଷରେ କ୍ରୀଡା ବିକାଶ ପାଇଁ ୧,୩୧୫ କୋଟି ଟଙ୍କା ଆବଣ୍ଟନ କଲେ ସରକାର

ଭୁବନେଶ୍ୱର: ଚଳିତ ଆର୍ଥିକ ବର୍ଷ ରେ ଓଡିଶା ସରକାର ୧,୩୧୫ କୋଟି ଟଙ୍କା କ୍ରୀଡା ଏବଂ ଯୁବସେବା ପାଇଁ ବ୍ୟୟ କରିବାକୁ ନିର୍ଧାରିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର କ୍ରୀଡା ବଜେଟ କୁ ବିଗତ ବର୍ଷ ଠାରୁ ୯୮ କୋଟି ଟଙ୍କା ଅଧିକ ବଢାଇଛନ୍ତି, ଯାହା ବିଗତ ବର୍ଷ ୧,୨୧୭ କୋଟି…

ସେପ୍ଟେମ୍ବର ସୁଦ୍ଧା ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ଯରେ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ନୂଆ ରାସନ କାର୍ଡ ପାଇଁ ଏବେ…

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ରାଜ୍ଯ ସରକାର

ଭୁବନେଶ୍ୱର: ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖରେ ପଡୁଛି। ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ। ଏହି ଦିନ…

ଡାକ୍ତରଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ: ସ୍ବାସ୍ଥ୍ଯ ମନ୍ତ୍ରୀ

ଭୁବନେଶ୍ୱର: କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଦେଶବ୍ୟାପୀ ଡାକ୍ତରମାନେ ବିକ୍ଷୋଭରେ ସାମିଲ ହୋଇଛନ୍ତି। ଓଡିଶାରେ ସ୍ୱାସ୍ଥ୍ୟ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏନେଇ ଓଡିଶା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ…