Latest Odisha News

BREAKING NEWS

Browsing Tag

Odisha Govt.

ଟ୍ୱିନ୍ ସିଟିରେ କୋଭିଡ୍ ICU ବେଡ୍ ଯାଞ୍ଚ ପାଇଁ ୪ଟି ସ୍ୱତନ୍ତ୍ର ଟିମ୍ ଗଠନ

ଭୁବନେଶ୍ୱର: ଗୁରୁତର ନାହାଁନ୍ତି ତଥାପି ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ମାଡ଼ି ବସୁଛନ୍ତି । କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ ଏମିତି ଅଭିଯୋଗ ଆସିବା ପରେ ସରକାର ସ୍ୱତନ୍ତ୍ର ଟିମ୍ ଗଠନ କରିଛନ୍ତି । ଘରୋଇ ହସ୍ପିଟାଲରେ କୋଭିଡ୍ ଆଇସିୟୁ ବେଡ୍ ସ୍ଥିତି ଅନୁଧ୍ୟାନ ପାଇଁ ୪ଟି ସ୍ୱତନ୍ତ୍ର…

ରବିବାର ଦିନ ୧୦ଟାରେ କରୋନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ୧୦ ହଜାର ଟପିଛି । ଟ୍ୱିନ୍ ସିଟି ଭୁବନେଶ୍ୱ ଓ କଟକରେ ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଛି । ନାଇଟ୍ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ୍ ସତ୍ତ୍ୱେ ସଂକ୍ରମଣ ଥମିବାର ନାଁ ନେଉନି । ଏଭଳି ସ୍ଥିତିରେ କରୋନାର ଚେନକୁ ଭାଙ୍ଗିବାକୁ ରାଜ୍ୟ…

ଆନ୍ଧ୍ରର ଅଧିକାର ଓଡ଼ିଶା ଛଡ଼ାଉଛି : ରାଜାନ୍ନା 

କୋଟିଆ: କୋଟିଆରେ ଆନ୍ଧ୍ର ପ୍ରଦେଶ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ବିଧାୟକ ରାଜାନ୍ନା ଦୋରା ପ୍ରତିକ୍ରିୟା ରଖିଛନ୍ତି । ଏଇ ମାମଲା ସୁପ୍ରିମକୋର୍ଟ ବି ଯାଇଛି । ସୁପ୍ରିମକୋର୍ଟ ସେ ସଂପର୍କରେ ସ୍ଥିତାବସ୍ଥା ଜାରି କରିଛନ୍ତି । ସେଠାରେ ଆନ୍ଧ୍ର ପକ୍ଷରୁ ଏବେ ନୁହେଁ, ପୂର୍ବରୁ ବି…

ଖୁବଶୀଘ୍ର ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ୍, ପ୍ରସ୍ତୁତ ଚାଲିଛି ଏସଓପି

ଭୁବନେଶ୍ୱର: ଅଙ୍ଗନୱାଡ଼ି ପରେ ଖୋଲିବ ବିଦ୍ୟାଳୟ । ପ୍ରଥମରୁ ଅଷ୍ଟମ ଯାଏ ସ୍କୁଲ ଖୋଲିବାକୁ ପ୍ରସ୍ତୁତ ହେଉଛନ୍ତି ସରକାର । ଏଥିନିମନ୍ତେ ଏସଓପି ପ୍ରସ୍ତୁତ କରାଯାଉଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ତେବେ, ନିର୍ଦ୍ଦିଷ୍ଟ ଭାବେ କେତେ ତାରିଖରୁ…

ମାଟ୍ରିକ ପିଲାଙ୍କ ଚାପ କମାଇବ ପରୀକ୍ଷା ଦର୍ପଣ :ପୁସ୍ତକ ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ 

ଭୁବନେଶ୍ବର :କରୋନା ସମୟରେ ମାଟ୍ରିକ ପିଲାଙ୍କ ଚାପ କମାଇବାକୁ ବଡ଼ ପ୍ରସ୍ତୁତି । ଆଜିଠାରୁ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଖରେ ପହଞ୍ଚିବ ପରୀକ୍ଷା ଦର୍ପଣ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ଟେଷ୍ଟ ପେପରକୁ ଲୋକାର୍ପିତ କରିଛନ୍ତି । ୭ଶହ ପୃଷ୍ଠା ସମ୍ବଳିତ ଏହି…

+୩ରେ ଆଡମିଶନ ଲାଗି ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ଓଡ଼ିଶାର‌େ ଯୁକ୍ତ ତିନିର‌େ ଆଡମିଶନ ଲାଗି ସୋମବାର ଦିନ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଛାତ୍ରଛାତ୍ରୀ ମାନଙ୍କୁ ଜାନୁଆରୀ ୨୯ରୁ ଫେବୃଆରୀ ୨ ତାରିଖ ମଧ୍ୟରେ ଆବେଦନ କରିବାକୁ ପଡିବ। ତେବେ ମେରିଟ୍ ତାଲିକା…

କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୯୨.୩୭ କୋଟି ଟଙ୍କାର ବୋନସ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ରହିଛି। ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ…

ଦୁର୍ନୀତି ଅଭିଯୋଗରେ ୭ ବରିଷ୍ଠ ଅଧିକାରୀ ବିଦା, ଜାଣନ୍ତୁ କାହା ବିରୋଧରେ କଣ ରହିଛି ଅଭିଯୋଗ

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗ ୭ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡିଆଇଜି, ଜଣେ କମାଣ୍ଡାଣ୍ଟ, ଜଣେ ଡିଏସ୍ପି, ଜଣେ ଡେପୁଟି କମାଣ୍ଡାଣ୍ଟ ଓ ୨ ଜଣ ଖଣି ଅଧିକାରୀ ଓ ଜଣେ ସିଡିପିଓ ଅଛନ୍ତି । ଏବେ ଆସନ୍ତୁ ନଜର…

ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଛାଟ: ବିଦା ହେଲେ ଡିଆଇଜିଙ୍କ ସମେତ ୭ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ପୁଣି ନେଲେ ବଡ କାର‌୍ୟ୍ୟାନୁଷ୍ଠାନ । ଦୁର୍ନୀତି ମାମଲା ଥିବା ଡିଆଇଜି, ଜେଲ ଗୋପବନ୍ଧୁ ମଲ୍ଲିକଙ୍କ ସମେତ ୭ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ମଧ୍ୟରେ ଅଛନ୍ତି ଇସ୍ପାତ ଓ ଖଣି ବିଭାଗର ୨ ଅଧିକାରୀ, ଜଣେ ସିଡିପିଓ, ଜଣେ…

ଆସନ୍ତାକାଲି କରୋନା ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର-ଆସନ୍ତାକାଲି ରାଜ୍ୟର ୩୦ଟି ଯାକ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ କରୋନା ଟିକାକରଣର ଡ୍ରାଏ ରନ୍ କରାଯିବ । ଡ୍ରାଏ ରନ୍‌ର ଗାଇଡ ଲାଇନ ଓ ଏସ୍‌ଓପି ସଂପର୍କରେ ସବୁ ଜିଲ୍ଲାର ପ୍ରୋଗ୍ରାମ ଅଧିକାରୀଙ୍କୁ ଅବଗତ କରାଇ ଦିଆଯାଇଛି ।…