ବର୍ଷା-ଅନୁଭବଙ୍କୁ ହାଇକୋର୍ଟଙ୍କ ତାଗିଦ: ସୋସିଆଲ ମିଡ଼ିଆରେ ଉଭୟ ଦେଇପାରିବେନି କୌଣସି ମନ୍ତବ୍ୟ
ଭୁବନେଶ୍ୱର : ବର୍ଷା-ଅନୁଭବ ପାରିବାରିକ ବିବାଦକୁ ନେଇ ହାଇକୋର୍ଟଙ୍କ ତାଗିଦ । ସୋସିଆଲ ମିଡ଼ିଆରେ କୌଣସି ମନ୍ତବ୍ୟ ନ ଦେବାକୁ ହାଇକୋର୍ଟ ତାଗିଦ କରିଛନ୍ତି । ସୋସିଆଲ ମିଡ଼ିଆରେ ଉଭୟ ପରସ୍ପରକୁ ନେଇ କୌଣସି ମନ୍ତବ୍ୟ ଦେଇପାରିବେନି । ଏହାଛଡା ସୋସିଆଲ ମିଡ଼ିଆରେ ଭିଡ଼ିଓ ଜାରି ନ କରିବାକୁ…