Latest Odisha News

BREAKING NEWS

Browsing Tag

Odisha HC

ବ୍ରାହ୍ମଣୀ ନଦୀ ଜଳ ବ୍ୟବହାର ଯୋଗ୍ୟ କି ନୁହେଁ? ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର: ବ୍ରାହ୍ମଣୀ ନଦୀର ଜଳ ବ୍ୟବହାର ଯୋଗ୍ୟ ହେଲାଣି କି ନାହିଁ ବୋଲି ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ବ୍ରାହ୍ମଣୀ ନଦୀ ଜଳ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କି ପଦକ୍ଷେପ ନିଆଯାଉଛି । ସେ ସମ୍ବନ୍ଧରେ ଏକ ରିପୋର୍ଟ ଦାଖଲ କରିବାକୁ…

୨୦୧୬ ଜୁଡିସିଆଲ ପରୀକ୍ଷାର ଦୁଇଟି ଉତ୍ତର ପୁଣି ମୂଲ୍ୟାୟନ ହେବ: ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ୨୦୧୬ ମସିହାରେ ଅତିରିକ୍ତ ଜିଲ୍ଲା ଜଜ୍ ପାଇଁ ହୋଇଥିବା ପରୀକ୍ଷାରେ ଜଣେ ପରୀକ୍ଷାର୍ଥୀଙ୍କ ଦୁଇଟି ଉତ୍ତର ପୁଣି ମୂଲ୍ୟାୟନ ହେବ । ପରୀକ୍ଷା ଦେବାର ସାତ ବର୍ଷ ପରେ ହାଇକୋର୍ଟ ଏହି ରାୟ ଦେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ. ମୂରଲୀଧର ଏବଂ…

କୋଇଲା ସଙ୍କଟରେ ମୁଣ୍ଡ ପୂରେଇବେନି ହାଇକୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା କୋଇଲା ସଙ୍କଟ ବିବାଦରେ ହାଇକୋର୍ଟ ଆଉ ମୁଣ୍ଡ ପୂରେଇବେନି । ଅର୍ଥାତ୍ କୋଇଲା ଅଭାବକୁ ନେଇ ହାଇକୋର୍ଟରେ ଦାଖଲ ହୋଇଥିବା ମାମଲାର ଆଉ ଶୁଣାଣି ହେବନି । ଗୁରୁବାର ହାଇକୋର୍ଟ ଏନେଇ ଦାଖଲ ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି । ମୁଖ୍ୟ ବିଚାରପତି…

କେଉଁଝର ଜିଲ୍ଲାପାଳଙ୍କୁ ୱାରେଣ୍ଟ ମାମଲାରେ ହାଇକୋର୍ଟରୁ ଆଶ୍ୱସ୍ତି

କଟକ: ସୋମବାର ହାଇକୋର୍ଟ କେଉଁଝର ଜିଲ୍ଲାପାଳଙ୍କ ବିରୋଧରେ ଜାତୀୟ ଜନଜାତି କମିଶନ ଜାରି କରିଥିବା ୱାରେଣ୍ଟ ଉପରେ ରୋକ ଲଗାଇଛନ୍ତି। ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଜଷ୍ଟିସ୍ ରଥ ଦର୍ଶାଇଛନ୍ତି ଯେ, କମିଶନ ନିୟମ-୨୦୨୧ ଅନୁଯାୟୀ ତାଙ୍କ ପରିଧି ବାହାରେ କ୍ଷମତା…