Latest Odisha News

BREAKING NEWS

Browsing Tag

Odisha Health Depart

ବିକ୍ରି ହେଉଛି ନକଲି ମେଡିସିନ,ସବୁ ଜିଲ୍ଲାରେ ଚଢାଉ କରିବାକୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ଦୋକାନରେ ବିକ୍ରି ହେଉଛି ନକଲି ମେଡିସିନ  ।  ରାଜ୍ୟରେ ଗତ କିଛି ଦିନ ତଳେ ବିଭିନ୍ନ ନକଲି ମେଡିସିନ ନେଇ ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା ଟିମ୍ । ଏହି ଚଢାଉରେ ଅନେକ ସାଙ୍ଘାତିକ ତଥ୍ୟ ସାମ୍ନାକୁ ଆସିଥିଲା । ଏପିରିକି ନାମୀ କମ୍ପାନୀର ଔଷଧକୁ ନକଲି କରି…

ସପ୍ତାହେ ଭିତରେ ଆସିବ ଦ୍ୱିତୀୟ ପର୍ଯ୍ୟାୟ କୋଭାକ୍ସିନ ଟିକା, ଏଣିକି ସିଏଚସିରେ ତିନି ଦିନ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଚାଲିଛି କୋଭିଡ୍ ଟିକାକରଣ । ସପ୍ତାହେ ଭିତରେ ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶା ଆସିବ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ ଟିକା । କେବଳ ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…