Latest Odisha News

BREAKING NEWS

Browsing Tag

Odisha Health Department

ସରକାରୀ ହସ୍ପିଟାଲରେ ଦଲାଲଙ୍କୁ ସାବାଡ଼ କରିବାକୁ କଡ଼ାକଡ଼଼ି ହେବ ମନିଟରିଂ

ଭୁବନେଶ୍ୱର: ସାବାଡ଼ ହେବେ ଦଲାଲ୍ । ସରକାରୀ ହସ୍ପିଟାଲରେ କଡ଼ାକଡ଼ି ହେବ ମନିଟରିଂ । ସରକାରୀ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କୁ ଦଲାଲ୍ ମାନେ ବିଭିନ୍ନ ଘରୋଇ ହସ୍ପିଟାଲକୁ ଭଲ ଚିକିତ୍ସା ମିଳିବ କହି ନେଇ ଯାଉଛନ୍ତି । ଏହାକୁ ରୋକିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ମେଡିକାଲ କଲେଜ…

ତୃତୀୟ ଲହର ମୁକାବିଲା: ଟେଷ୍ଟ କିଟ୍, ଔଷଧ ମହଜୁଦ ରଖିବାକୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: କରୋନାର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସଜାଗ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର । ଏମର୍ଜେନ୍ସୀ କୋଭିଡ୍ ରେସପନ୍ସ ପ୍ଲାନ ପ୍ରସ୍ତୁତ…

କୋଟିଏ ଛୁଇଁବ ଟିକାକରଣ: ଦୈନିକ ତିନି ଲକ୍ଷ ଟିକାକରଣ ଲକ୍ଷ୍ୟ

ଭୁବନେଶ୍ୱର- ଆସନ୍ତାକାଲିଠାରୁ ଦୈନିକ  ତିନି ଲକ୍ଷ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ଲକ୍ଷ୍ୟ ଧାର୍ଯ୍ୟ  କରିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ପ୍ରମୁଖ ସଚିବ  ଜିଲ୍ଲାପାଳ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓ…

ଟିକା ନେଲେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ । ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାକପଣ ଅଭିଯାନ ଜାରି ରହିଥିବା ବେଳେ ଆଗକୁ ଫ୍ରଣ୍ଟ ଲାଇନ୍ ଯୋଦ୍ଧାଙ୍କୁ ଦିଆଯିବ ଟିକା । ତାପୂର୍ବରୁ ଟିକା ନେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର…

ଭ୍ୟାକସିନ୍ କାଉଣ୍ଟଡାଉନ୍: ଟିକାକରଣର ୨-୩ ଦିନ ପୂର୍ବରୁ ଓଡ଼ିଶା ଆସିପାରେ କୋଭିଡ୍ ଟିକା

ଭୁବନେଶ୍ୱର: ଦେଶରେ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ କୋଭିଡ୍ ଟିକାକରଣ । ତାର ଦୁଇ ତିନି ଦିନ ପୂର୍ବରୁ ଓଡ଼ିଶାକୁ ଆସିପାରେ ଭ୍ୟାକସିନ୍ । ଏଥିପାଇଁ ତୟାର ଅଛନ୍ତି ସରକାର । ରାଜ୍ୟର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଦୁଇଟି ଜାଗାରେ ଟୁଓଏ କମ୍ୟୁନିକେସନ ରହିବ । DHH ସୁନ୍ଦରଗଡ଼ ଓ…

ଟିକାଦାନ କେନ୍ଦ୍ର ଚୂଡ଼ାନ୍ତ କରିବାକୁ ଜିଲ୍ଲା ଓ ବ୍ଲକ ପ୍ରଶାସନକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ଟିକାକରଣ ପାଇଁ ରାଜ୍ୟରେ ଆରମ୍ଭ ହେଲାଣି ତତ୍ପରତା । ଟିକା ଆସିଲେ ପ୍ରଥମ ପର୍ଯ୍ୟାୟରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ । ଏଥିପାଇଁ କୋଭିଡ୍ ଟିକାଦାନ କେନ୍ଦ୍ରଗୁଡ଼ିକୁ ଚିହ୍ନଟ କରିବା ପାଇଁ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ…