Latest Odisha News

BREAKING NEWS

Browsing Tag

Odisha Highcourt

ସ୍କୁଲ ଫି’ ମାମଲା, ସରକାରଙ୍କୁ ଜବାବ ତଲବ

କଟକ: ସ୍କୁଲ ଫି’ ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ । ହାଇକୋର୍ଟରେ ସ୍କୁଲ ଫି ଛାଡ ସମ୍ପର୍କିତ ପ୍ରସଙ୍ଗରେ ଆଗତ ଇଣ୍ଟରପ୍ରିଭେନସ୍ ପିଟିସନଙ୍କୁ ଆଗ୍ରାହ୍ୟ କରିଛନ୍ତି କୋର୍ଟ । ସ୍କୁଲ ଫି’ ନେଇ ରାଜ୍ୟ ସରକାରଙ୍କୁ କୋର୍ଟ ସ୍ପଷ୍ଟିକରଣ ମାଗିଛନ୍ତି । ୭ ଦିନ ମଧ୍ୟରେ ସ୍ପଷ୍ଟ…

ଯାଜପୁର ବିରଜା ମନ୍ଦିର ରଥଯାତ୍ରା ପାଇଁ ଅନୁମତି ଦେଲେ ହାଇକୋର୍ଟ

କଟକ: ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିରରେ ଚଳିବର୍ଷ ରଥଯାତ୍ରା ପାଇଁ ମିଳିଲା ଗ୍ରୀନ ସିଗନାଲ୍ । ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । କୋଭିଡ ନିୟମ ଓ କଟକଣା ମାନି ରଥଯାତ୍ରା କରାଯାଉ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୭ରୁ ୨୪…

‘ମନ୍ଦିରର ସେବାୟତଙ୍କୁ ମିଳିବନି କୌଣସି ଆର୍ଥିକ ସହାୟତା’

ଭୁବନେଶ୍ୱର: ମନ୍ଦିରର ସେବାୟତଙ୍କୁ ମିଳିବନି କୌଣସି ଆର୍ଥିକ ସହାୟତା । ଏନେଇ ଆଜି ସଫା ସଫା କହିଛନ୍ତି ରାଜ୍ୟ ସରକାର । ବାୟତଙ୍କୁ କୌଣସି ଆର୍ଥିକ ସହାୟତା ଯୋଗାଇ ଦିଆଯାଇ ପାରିବ ନାହିଁ ବୋଲି ରାଜ୍ୟ ସରକାର ଆଜି ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି । ଏପରି ହେଲେ ସମ୍ବିଧାନ ଧାରା ୨୭ର…

ସ୍କୁଲ ଫି ଛାଡ ପ୍ରସଙ୍ଗ: ଆପୋଷ ବୁଝାମଣାରେ ବାହାରିଲା ସମାଧାନର ବାଟ

କଟକ: ସ୍କୁଲ ଫି ଛାଡ଼ ପ୍ରସଙ୍ଗରେ ତୁଟିଛି ବିବାଦ। ରାଜ୍ୟ ସରକାରଙ୍କ ମଧ୍ୟସ୍ଥତାରେ ଆପୋଷ ବୁଝାମଣାରେ ସମାଧାନର ବାଟ ବହାର କରିବାକୁ ପୂର୍ବରୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଉଭୟଙ୍କ ମଧ୍ୟରେ ଏକ ବୈଠକ ମାଧ୍ୟମରେ ବିବାଦ ତୁଟିଥିବା ଜଣାପଡ଼ିଛି । ଏହି ସମାଧାନର ପ୍ରସ୍ଥାବକୁ…

ମିଳିଲା ଗ୍ରୀନ୍ ସିଗ୍‌ନାଲ, କଟକରେ ହେବ ଶାରଦୀୟ ଦୁର୍ଗାପୂଜା

କଟକ: ଏ ବର୍ଷ କଟକରେ ହେବ ଦୁର୍ଗାପୂଜା । ଏନେଇ ହାଇକୋର୍ଟ ପକ୍ଷରୁ ଆଜି ଗ୍ରୀନ୍ ସିଗ୍‌ନାଲ ମିଳିଛି । କୋଭିଡ ଗାଇଡଲାଇନ୍‌କୁ ମାନି ବାଲୁ ବଜାର ପୂଜା କମିଟିକୁ ଦୁର୍ଗାପୂଜା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂଜା ସମୟରେ ମଣ୍ଡପରେ ଅଜଥା ଭିଡ ନ ଜମାଇବାକୁ କୋର୍ଟ କହିଛନ୍ତି। ଗତ…

ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ଗ୍ରୀନ୍ ସିଗ୍‌ନାଲ

କଟକ: ରାଜ୍ୟରେ ଖୁବ୍‌ଶୀଘ୍ର ଖୋଲିବ ମନ୍ଦିର । ଏନେଇ ହାଇକୋର୍ଟଙ୍କ ପକ୍ଷରୁ ମିିଳିଛି ଗ୍ରୀନ୍ ସିଗ୍‌ନାଲ । କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ଅନ୍ୟସ୍ଥାନରେ ମନ୍ଦିର ଖୋଲିପାରିବ  । ହାଇକୋର୍ଟରେ ପୁରୀ ଶ୍ରୀମନ୍ଦିର ସହିତ ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାର ଶୁଣାଣି କରି ଏଭଳି ନିଷ୍ପତ୍ତି…

ସ୍ନାନଯାତ୍ରାରେ ସେବାୟତ ମାସ୍କ ନପିନ୍ଧିବା ନେଇ ହାଇକୋର୍ଟରେ ମାମଲା

କଟକ: ସ୍ନାନଯାତ୍ରାରେ ସେବାୟତ ମାସ୍କ ନପିନ୍ଧିବା ନେଇ ହାଇକୋର୍ଟରେ ମାମଲା ହୋଇଛି । ଆଇନଜୀବୀ ଦିଲ୍ଲୀପ ରାୟ ଏନେଇ ଏକ ହାଇକୋର୍ଟରେ ଏକ ମାମଲା ରୁଜୁ କରିଛନ୍ତି । ମୁଖ୍ୟଶାସନ ସଚିବ, ମନ୍ଦିର ପ୍ରଶାସନଙ୍କ ସମେତ ୪ ଜଣଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି । ସ୍ନାନଯାତ୍ରା ବେଳ କୌଣସି…

କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନ’କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଓଡ଼ିଶା ହାଇକୋର୍ଟ ଶନିବାର ଦିନ କରୋନା ରୋଗୀଙ୍କ ସମ୍ପର୍କରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି, ରାଜ୍ୟର କୌଣସି କରୋନା ରୋଗୀ କିମ୍ବା ସନ୍ଦିଗ୍ଧ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନକରିବାକୁ । “ରାଜ୍ୟର ବିଭାଗୀୟ କର୍ତ୍ତୃପକ୍ଷ ରାଜ୍ୟ…