୨୦୦୬ ବ୍ୟାଚର ୫୫ଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ଏବଂ ସେହି ସମକକ୍ଷ ପଦରେ ସାମିଲ କରାଯାଇଛି
ଭୁବନେଶ୍ୱର : ୨୦୦୬ ବ୍ୟାଚର ୫୫ଜଣ ଭାରତୀୟ ପ୍ରଶାସନିକ ସେବା ( ଆଇଏଏସ୍ ) ଅଧିକାରୀଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ବା ସେହି ସମକକ୍ଷ ପଦରେ ସାମିଲ କରାଯାଇଛି । ଏମାନଙ୍କ ମଧ୍ୟରୁ ଓଡିଶା କ୍ୟାଡର ଆଇଏଏସ୍ ଅଧିକାରୀ ରୂପା ରୋଶନ ସାହୁଙ୍କ ସମେତ ୫୪ ଜଣଙ୍କୁ ଯୁଗ୍ମ ସଚିବ ପଦରେ ସାମିଲ ହୋଇଛନ୍ତି।…