Latest Odisha News

BREAKING NEWS

Browsing Tag

Odisha Lalit Kala Akademi

ଲଳିତ କଳା ଏକାଡେମୀ ପକ୍ଷରୁ ରାଜ୍ୟସ୍ତରୀୟ ଅନଲାଇନ ଚିତ୍ରକଳା ଶିବିର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଅନଲାଇନ ଚିତ୍ରକଳା ଶିବିର ଉଦଘାଟିତ ହୋଇଯାଇଛି। ପାଞ୍ଚଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଶିବିରକୁ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦଘାଟନ କରିଥିଲେ। ଏହି ଶିବିରରେ…

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିରେ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଏକ ଚିତ୍ରଶିଳ୍ପୀ ଶିବିର ପାନ୍ଥ ନିବାସରେ ଉଦଘାଟିତ ହୋଇଯାଇଛି। ଏହି ଶିବିରରେ ୪୦ ଜଣ ଚିତ୍ରଶିଳ୍ପୀ ଅଂଶଗ୍ରହଣ…

ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।  ଏହି ଅବସରରେ ଧର୍ମପଦ ପୁରସ୍କାର ପ୍ରାପ୍ତ ଓଡ଼ିଶାର ୧୩ ଜଣ ଦିବଂଗତ ଚିତ୍ରଶିଳ୍ପୀଙ୍କ ତୈଳଚିତ୍ର ପ୍ରଦର୍ଶିତ କରାଯାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏକାଡେମୀର ସଭାପତି ସୁଦର୍ଶନ…

ଉନ୍ମୋଚିତ ହେବ ଦିବଂଗତ ଚିତ୍ରଶିଳ୍ପୀଙ୍କ ତୈଳଚିତ୍ର

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳନ କାରାଯିବ ବୋଲି ଏକାଦେମୀ ତରଫରୁ ସୂଚନା ଦିଆଯାଇଛି। ଏହି ଅବସରରେ ଆଜି ଅପରାହ୍ନରେ ଓଡ଼ିଶାର ପୂର୍ବତନ ବିଶିଷ୍ଟ ଦିବଂଗତ ଚିତ୍ରଶିଳ୍ପୀ ମାନଙ୍କ ତୈଳଚିତ୍ର ଏକାଡେମୀର ଏକ କକ୍ଷରେ  ଉନ୍ମୋଚିତ ହେବ ବୋଲି ଏକାଡେମୀର…

ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ୱର୍ଗତଃ ଅସୀମ ବସୁଙ୍କୁ ପ୍ରଦାନ କରାଯିବ ‘ଧର୍ମପଦ ପୁରସ୍କାର’

ଭୁବନେଶ୍ୱର: ବର୍ଷ ୨୦୧୦ ପାଇଁ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ମଞ୍ଚ ନିର୍ଦ୍ଦେଶକ ସ୍ୱର୍ଗତଃ ଅସୀମ ବସୁଙ୍କୁ ପ୍ରଦାନ କରାଯିବ 'ଧର୍ମପଦ ପୁରସ୍କାର' । ଓଡ଼ିଶା ଚାରୁକଳା କ୍ଷେତ୍ରରେ ନିରବଚ୍ଛିନ୍ନ ସାଧନା ଓ ଅବଦାନ ପାଇଁ ତାଙ୍କୁ ଏକାଡେମୀର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯିବ ।…