Latest Odisha News

BREAKING NEWS

Browsing Tag

Odisha Lockdown

ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନରେ ଓଡ଼ିଶା: ଅଧିକ ସମୟ ଖୋଲିବ ଦୋକାନ ବଜାର, ସେଲୁନ୍ ଖୋଲା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନ୍ । କାଟାଗୋରୀ-A ୨୦ ଜିଲ୍ଲାରେ କଟକଣାକୁ ଅଧିକ କୋହଳ କହାଯାଇଥିବା ବେଳେ କାଟାଗୋରୀ-B ଜିଲ୍ଲାରେ ବି କଟକଣା ସହ ଜୀବନ ଜୀବିକାକୁ ସ୍ୱାଭାବିକ କରିବା ପାଇଁ ବହୁ ପଦକ୍ଷେପ ନେଇଛନ୍ତି ସରକାର । ଆଜିଠାରୁ…

ଜୁଲାଇରେ କରୋନା ମୁକାବିଲା ବେଳେ ଫୋକସରେ ରହିବ ଓଡ଼ିଶାର ଏହି ୬ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ଲକଡାଉନକୁ ୫୦ ଦିନ ପୂରିଛି । ଆଉ ୪ ଦିନ ପରେ ସରୁଛି ଆଂଶିକ ଲକଡାଉନ୍ । ଜୁଲାଇ ୧ରୁ କଣ ହେବ ? ଅଧିକ ପଜିଟିଭ୍ ହାର ଥିବା ଜିଲ୍ଲାରୁ କଟକଣା କୋହଳ ହେବ ନା ବଳବତ୍ତର ରହିବ ଲକଡାଉନ୍ କଟକଣା । ବର୍ତ୍ତମାନ ଓଡ଼ିଶାର କରୋନା ଗ୍ରାଫ ଦର୍ଶାଉଛି ପଜିଟିଭିଟି ରେଡ୍ ଜୋନରେ ଅଛି…

ଓଡ଼ିଶାର ୫ ଜିଲ୍ଲାରେ ୧୭ ତାରିଖରୁ ଖୋଲି ନପାରେ ତାଲା, ଏସବୁ ଜିଲ୍ଲା ହୋଇପାରେ ଅନଲକ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଖସୁଛି । ୬ ପ୍ରତିଶତ ତଳକୁ ହ୍ରାସ ପାଇଛି ପଜିଟିଭିଟି ରେଟ୍ । ଦିନ ପରେ ସରୁଛି ଲକଡାଉନ୍ । ୧୭ରୁ କଣ ହେବ । ରାଜ୍ୟରୁ ଉଠିବ କି ଲକଡାଉନ୍ ? କେଉଁସବୁ ଜିଲ୍ଲା ଅନଲକ୍ ହେବ ? କେଉଁଠି ବଳବତ୍ତର ରହିବ କଟକଣା ? ଆଜିର କରୋନା ଗ୍ରାଫ ଦର୍ଶାଉଛି,…

ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ?

ଭୁବନେଶ୍ୱର: ଆଜିଛୁ ଓଡ଼ିଶାରେ ଲକଡାଉନ୍ । ଏହି ୧୪ ଦିନ ଭିତରେ ଲୋକଙ୍କୁ କାମ ନଥିଲେ ଘରୁ ବାହାରିବା ପାଇଁ ମନା କରାଯାଇଛି । କିନ୍ତୁ କୋଭିଡ୍ ଟେଷ୍ଟିଂ ପାଇଁ ହସ୍ପିଟାଲକୁ ଯାଇପାରିବେ । ଟିକାକରଣ କାମ ଜାରି ରହିବ । ଟିକା ନେବାକୁ ଲୋକ ଯାଇପାରିବେ । ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ ହେଲା…

ଓଡ଼ିଶା ଲକଡାଉନ୍: ଆଜିଠୁ ୧୪ ଦିନ ଗାଁଠୁ ସହର ଶୂନଶାନ

ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବାକୁ ଆଜିଠୁ ଓଡ଼ିଶାରେ ଲକଡାଉନ୍ । ଆସନ୍ତା ୧୯ ତାରିଖ ଯାଏ ବଳବତ୍ତର ରହିବ । ଗାଁଠୁ ସହର ଶୂନଶାନ । ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ନହେଲେ ଘରୁ ଗୋଡ଼ କାଢ଼ିବା ମନା । ରାସ୍ତାଘାଟ ଶୂନଶାନ । କୋଳାଙଳର ସହର ଶୋଇ ପଡ଼ିଛି । ବିଭିନ୍ନ ସ୍ଥାନରେ…

ସ୍ଥିତି ଦେଖି ଲକଡାଉନ୍ ନେଇ ନିଆଯିବ ପଦକ୍ଷେପ, ଚାଲିଛି ଅନୁଧ୍ୟାନ: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା କଟକଣାକୁ ବର୍ଷେ । ବର୍ଷେ ଭିତରେ କୋଭିଡ୍ ଯୁଦ୍ଧରେ ଓଡ଼ିଶା ଭଲ ସ୍ଥିତିରେ ରହିଛି । ଗତବର୍ଷ ମାର୍ଚ୍ଚ ୧୨ରେ ରାଜ୍ୟ କ୍ୟାବିନେଟ୍ ସଂଶୋଧିତ ମହାମାରୀ ଆଇନକୁ ମଞ୍ଜୁରୀ ଦେଇଥିଲା । ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗତବର୍ଷ ଆଜିର ଦିନରେ କରୋନା ମହାମାରୀକୁ…