Latest Odisha News

BREAKING NEWS

Browsing Tag

odisha mo paribar

ଦୀର୍ଘଦିନର ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଲା କୁନି ଝିଅ ଜାହ୍ନବୀ

ଭୁବନେଶ୍ବର : ଦୀର୍ଘଦିନର ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଲା କୁନି ଝିଅ ଜାହ୍ନବୀ । ରାଉରକେଲାର ତ୍ରିନାଥ ଓରାମଙ୍କ ୩ ବର୍ଷର ଝିଅ ଜାହ୍ନବୀ ବାଲ୍ୟାବସ୍ଥାରୁ ରୋଗରେ ପୀଡ଼ିତ ଥିଲେ । ଅମ୍ଳଜାନ ସ୍ତର ବାରମ୍ବାର ହ୍ରାସ ପାଇବାରୁ ଜାହ୍ନବୀ ନିଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ…

ଓଡ଼ିଶା-ମୋ ପରିବାର ଓ ଜୀବନ ବିନ୍ଧୁର ମେଗା ରକ୍ତଦାନ ଶିବିର ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଧୁ ପକ୍ଷରୁ ମେଗା ରକ୍ତ ଦାନ ଶିବିର ଆରମ୍ଭ ହୋଇଯାଇଛି । ଆସନ୍ତା ସପ୍ତାହେବ୍ୟାପୀ ରାଜ୍ୟର ୩୦ଟି ଜିଲ୍ଲା ଓ ସଦରମହକୁମାରେ ଏହି ରକ୍ତଦାନ ଶିବିର ଅଭିଯାନ ଚାଲିବ । ଆଜି ପ୍ରଥମ ଦିନରେ ୨୯ଟି…

କ୍ରାନ୍ତି ଦିବସରୁ ସ୍ୱାଧୀନତା ଦିବସ ଯାଏଁ ବ୍ୟାପକ ରକ୍ତ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ରାଜ୍ୟରେ ରକ୍ତର ଅଭାବ ପୂରଣ ପାଇଁ ଓଡିଶା ମୋ ପରିବାର ପକ୍ଷରୁ ବ୍ୟାପକ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସରୁ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଯାଏଁ ସପ୍ତାହବ୍ୟାପୀ ୩୨ଟି ସାଙ୍ଗଠନିକ ଜିଲ୍ଲାରେ ରକ୍ତଦାନ ସଂଗ୍ରହ ଅଭିଯାନ ଚାଲିବ । ଏହି…

‘ଓଡ଼ିଶା ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ‘ଓଡ଼ିଶା ମୋ ପରିବାର’ ଭଳି ଏକ ଐତିହାସିକ କାର୍ଯ୍ୟକ୍ରମର ଶୁଭାରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଘୋଷଣା କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପରିବେଶ ସୁରକ୍ଷା, ରକ୍ତଦାନକୁ…