Latest Odisha News

BREAKING NEWS

Browsing Tag

odisha monsoon

ଜୁନ୍ ୬ କିମ୍ବା ୭ ତାରିଖ ବେଳକୁ ଓଡିଶା ଛୁଇଁପାରେ ମୌସୁମୀ ବାୟୁ

ଭୁବନେଶ୍ୱର: ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ ବାୟୁ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୭ ତାରିଖ ସୁଦ୍ଧା କେରଳରେ ପହଞ୍ଚିପାରେ । ପାଗ ଅନୁକୂଳ ଓ ସବୁ ଠିକଠାକ୍…

ରଥଯାତ୍ରାରେ ପାଗ ଶୁଖିଲା ରହିବ, ଆଗାମୀ ଦୁଇଦିନ ନାହିଁ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ତିନି ଧରି ଜାରି ରହିଥିôବା ଲଗାଣ ବର୍ଷା ପରେ ଆସନ୍ତା ୨ ଦିନ ଯାଏଁ ପାଗ ଶୁଖିଲା ରହିବ ବୋଲି ବୁଧବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଆଗାମୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡିଶାର…

ମୌସୁମୀ ଆସିବାକୁ ବାକି ଆହୁରି ୨ଦିନ

ଭୁବନେଶ୍ୱର: ଆସନ୍ତା ୨ ରୁ ୩ ଦିନ ଭିତରେ ମୌସୁମୀ ଦକ୍ଷିଣ ପଶ୍ଚିମ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଚଳିତ ଜୁନ ମାସ ୧୦ ତାରିଖରେ ମୌସୁମୀ ଆସିବାର ଥିବା ବେଳେ ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ବାୟୁ’ ପାଇଁ ଏହା ବିଳମ୍ବ ହେଉଥିବା କୁହାଯାଉଛି ।…