Latest Odisha News

BREAKING NEWS

Browsing Tag

Odisha New Corona Positive

ରାଜ୍ୟରେ ଆଜି ୧୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ, ୪ଟି ଜିଲ୍ଲା କରୋନା ମୁକ୍ତ

ଭୁବନେଶ୍ୱର: ଦେଶରେ କରୋନା କେସ୍ ବଢୁଥିଲେ ବି ରାଜ୍ୟରେ ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ଓଡ଼ିଶାର ୧୭ ଜିଲ୍ଲାରେ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ୧୩ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୬୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୭ ଓ ଲୋକାଲ୍ କଣ୍ଟାକ୍ଟ…

ରାଜ୍ୟରୁ ୨୪ ଘଣ୍ଟାରେ ୩୦୦ କରୋନା ପଜିଟିଭ୍, ଅନୁଗୁଳରୁ ସବୁଠୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି ମହାମାରୀ । କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ତିନି ଶହ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୭୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୨୬ଟି ରହିଛି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ…

ରାଜ୍ୟରୁ ୨୪ ଘଣ୍ଟାରେ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା । ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଛି ମହାମାରୀ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ ସଂକ୍ରମଣରେ ବ୍ରେକ୍ ଲାଗୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୯୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ…

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍…

କମୁଛି ପଜିଟିଭ୍ କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ହଜାରେରୁ କମ୍ ରହିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୭୩ ଜଣ ସଂକ୍ରମିତ ହୋଇଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୬୫ଟି । ଗଜପତି ଜିଲ୍ଲାକୁ ଛାଡ଼ି ଦେଲେ ବାକି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ରାଜ୍ୟରୁ ୨୪ ଘଣ୍ଟାରେ ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା କେସ୍ କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୫୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୨୧ଟି । ସବୁ ଜିଲ୍ଲାରୁ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେରୁ କମ୍ ରହିଛି । Covid-19 Report For…

କ୍ରମାଗତ ତୃତୀୟ ଦିନରେ ରାଜ୍ୟରୁ ଦୁଇ ହଜାରରୁ କମ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: କ୍ରମାଗତ ତୃତୀୟ ଦିନରେ ରାଜ୍ୟରୁ ଦୁଇ ହଜାରରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଚାରେ ସଂକ୍ରମିତ ହୋଇଛନ୍ତି ଆଉ ୧୯ ଶହ ୩୧ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ ଶହ ୨୦ ଜଣ ଥିବା ବେଳେ ୮୧୧ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । Covid-19 Report…

ଦୁଇ ହଜାର ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା କେସ୍

ଭୁବନେଶ୍ୱର: କରୋନା ସହ ଲଢ଼େଇ ଭିତରେ ସାମନାକୁ ଆସିଲା ଭଲ ଖବର । ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳକୁ ଖସିଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ସଂକ୍ରମିତ ହୋଇଛନ୍ତି ୧ ହଜାର ୯୦୪ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ ଶହ ୧୫ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

କମୁଛି ଲୋକାଲ୍ କେସ: ୨୪ ଘଣ୍ଟାରେ ରାଜ୍ୟରୁ ୨୧୩୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲ୍ କେସ୍ ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ହଜାର ୧୩୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ ଶହ ୫୧ ଓ ୮୮୭ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ରାଜ୍ୟରେ କରୋନାର…

କାଲି ରାଜ୍ୟରେ ଅଢ଼େଇ ଲକ୍ଷ ଟପିବ କରୋନା କେସ୍, ୨୪ ଘଣ୍ଟାରେ ୨୮୫୪ ପଜିଟିଭ୍

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଅଢ଼େଇ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ ହଜାର ୮୫୪ ନୂଆ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୬ ଶହ ୫୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧ ଶହ ୯୫ । ବହୁ ଦିନ ପରେ ଖୋର୍ଦ୍ଧା ଜିଲ୍ଲାରେ…