Latest Odisha News

BREAKING NEWS

Browsing Tag

Odisha New Covid Positive Case

ବଡ଼ ଖବର: ରାଜ୍ୟରେ ଚାରି ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ବାହାରିଛି ୩୭୮ ପଜିଟିଭ୍ କେସ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ…

ରାଜ୍ୟବାସୀଙ୍କୁ ଭଲ ଖବର: ୫୦୦ ତଳକୁ ଖସିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଟ୍ରେଣ୍ଡ । ଦୀର୍ଘ ମାସ ପରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳକୁ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୧୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୭ଟି ।…

ରାଜ୍ୟରେ କମୁଛି: ୬୦୦ ତଳକୁ ଖସିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପଜିଟିଭ୍ କେସ୍ ଛଅ ଶହ ତଳେ ରହିଛି । ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୪୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୧ଟି । କୋରାପୁଟ…

ରାଜ୍ୟରେ ସାମାନ୍ୟ ବଢିଲା: ୨୪ ଘଣ୍ଟାରେ ୭୩୦ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୩୦ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୧୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୩୧୧ଟି ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ମୟୂରଭଞ୍ଜରୁ…

କମୁଛି କରୋନା ଟ୍ରେଣ୍ଡ: ରାଜ୍ୟରୁ ଦିନକରେ ୬୬୮ ନୂଆ ଆକ୍ରାନ୍ତ, ନୂଆପଡ଼ାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା କେସ୍ । ସୁସ୍ଥ ହାର ବଢି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ସାରା ରାଜ୍ୟରୁ ଚିହ୍ନଟ ହୋଇଛନେତି ୬୬୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୮୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୨୮୩ଟି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ…