Latest Odisha News

BREAKING NEWS

Browsing Tag

Odisha New Covid Positive Cases

ରାଜ୍ୟରେ ଦୁଇ ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସିବ କରୋନା କେସ୍ । ଆଜି ଦୈନିକ ସଂକ୍ରମଣ ଦୁଇ ଶହ ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହନଟ ହୋଇଛନ୍ତି ୧୮୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୬ । ୧୮ ବର୍ଷ ଭିତରେ ଆଉ ୩୫ ଜଣ ପଜିଟିଭ୍…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ଆଜି ୧୧୯୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୯ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୮୮୬ ଥିଲା । ଆଜି ଏହି ସଂଖ୍ୟା ବଢ଼ି ୧୧ ପାର କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ଆଜି ଓଡ଼ିଶାରୁ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ହଜାରେ ତଳକୁ ଖସିଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଖୋର୍ଦ୍ଧା…

ରାଜ୍ୟରେ ୬୦ ତଳକୁ ଖସିଲା ଦୈନିକ କରୋନା କେସ୍, ଅଧା ଓଡ଼ିଶାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫ଟି । ୧୫ ଜିଲ୍ଲାରୁ ଚିହ୍ନଟ…

ଭଲ ଖବର: ରାଜ୍ୟରେ ଶହେ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: କରୋନା ଟିକାକରଣ ବେଳେ ରାଜ୍ୟ ଦେଇଛି ଖୁସି ଖବର । ଶହେ ତଳକୁ ଖସିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୫୮ ଜଣ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୧ଟି…

ରାଜ୍ୟରେ ୨୪ଘଣ୍ଟାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିରରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୪୫ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୪ଟି । ୭ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଛି । ୨୩ ଜିଲ୍ଲାରୁ…

ରାଜ୍ୟରୁ ଆଜି ଚିହ୍ନଟ ହେଲେ ୨୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମିଛି କରୋନା କାୟା । ତିନି ଶହ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୩୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ୨୮ ଜିଲ୍ଲାରୁ ନୂଆ…