Latest Odisha News

BREAKING NEWS

Browsing Tag

Odisha New Covid Positive

କାବୁ ପାଉଛି କରୋନା: ରାଜ୍ୟରେ ୧୩ ଶହ ତଳକୁ ଖସିଲା ଦୈନିକ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ହାରୁଛି କରୋନା । ରାଜ୍ୟରେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି ସ୍ଥିତି । କମୁଛି ଦୈନିକ କେସ୍ । ରାଜ୍ୟରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ଶହ ୪୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୨୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରେ ୧୭ ଶହ ତଳକୁ ଖସିଲା କୋଭିଡ୍ ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମିଟର ଖସୁଛି । କ୍ରମାଗତ ଦ୍ୱିତୀୟ ଦିନରେ ଓଡ଼ିଶାରେ ସଂକ୍ରମିତଙ୍କ ସଂଖ୍ୟା ୧୭ ଶହରୁ କମ୍ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୬୩୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୯୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୭୮ଟି । ଏହାକୁ ମିଶାଇ ମୋଟ୍…

୨୪ ଘଣ୍ଟାରେ ଓଡ଼ିଶାରୁ ୩୦୨୫ ପଜିଟିଭ୍, ଗଜପତି ଓ ରାୟଗଡ଼ାରେ କମ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଚିହ୍ନଟ ହୋଇଛନ୍ତି ୩ ହଜାର ୨୫ ଜଣ ନୂଆ ଆକ୍ରାନ୍ତ । ଗତକାଲି ତିନି ହଜାରରୁ କମ୍ ପଜିଟିଭ୍ କେସ୍ ବାହାରିଥିଲା । ଗତ ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୧ ହଜାର ୮୪୪ ଓ…

୨୪ ଘଣ୍ଟା, ୨୨ ଜିଲ୍ଲାରୁ ୬୧୮ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କାୟା ବିସ୍ତାର କରି ଚାଲିଛ କରୋନା । ମାଡ଼ି ମାଡ଼ି ଚାଲିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୧୮ ନବଆ ଆକ୍ରାନ୍ତ । ୨୨ଟି ଜିଲ୍ଲାରୁ ପଜିଟିଭ୍ କେସ୍ ବାହାରିଛି । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…