Latest Odisha News

BREAKING NEWS

Browsing Tag

Odisha Panchayat Election

ବୃହତ ବିଜୟ ଅଭିମୁଖେ ବିଜେଡି, ଚିତ୍ ମାରିଲେ ବିରୋଧୀ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବୃହତ ବିଜୟ ଅଭିମୁଖେ ବିଜେଡି । ବର୍ତ୍ତମାନ ସୁଦ୍ଧା ଗଣତିରୁ ରେକର୍ଡ ଜିଲ୍ଲା ପରିଷଦ ଆସନ ହାତେଇଛି ଦଳ । ମୋଟ୍ ୮୫୧ଟି ଜିଲ୍ଲା ପରିଷଦ ଜୋନରୁ ବର୍ତ୍ତମାନ ସୁଦ୍ଧା ୭୮୭ଟିରେ ଫଳାଫଳ ପ୍ରକାଶ ପାଇଛି । ସେଥିରୁ ବିଜେଡି ଏକାକୀ ହାତେଇି ୭୦୩ ଜିଲ୍ଲା ପରିଷଦ…

ପଞ୍ଚାୟତ ରେଜଲ୍ଟ: ଏଯାଏ ୨୩୦ ଜିଲ୍ଲା ପରିଷଦ ଜୋନରେ ଜିତିଛି ବିଜେଡି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ନେଇ ଭୋଟ୍ ଗଣତି ଚାଲିଛି । ଗତକାଲି ଗଣନା କରାଯାଇଥିବା ୩୧୫ ଜିଲ୍ଲା ପରିଷଦ ଜୋନରୁ ୨୫୬ଟିର ଫଳାଫଳ ପ୍ରକାଶ ପାଇଛି । ଏଯାଏ ୨୩୦ଟି ଜୋନ୍‌ରେ ବିଜେଡି ପ୍ରାର୍ଥୀ ବାଜି ମାରିଛନ୍ତି । କଂଗ୍ରେସ ୧୨ ଓ ବିଜେପି ୧୦ଟି ଆସନରେ ବିଜୟୀ ହୋଇଛନ୍ତି । ଅନ୍ୟାନ୍ୟ ଦଳ…

ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି: ଆଜି ୩୧୫ ଜିଲ୍ଲା ପରିଷଦ ଜୋନରେ କାଉଣ୍ଟିଂ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି ଆଜିଠାରୁ ଆରମ୍ଭ ହୋଇଛି । ସକାଳ ୮ଟାରୁ ବ୍ଲକ ହେଡକ୍ୱାର୍ଟର୍ସରେ ଗଣତି ଚାଲିଛି । ଆଜି ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନରେ କାଉଣ୍ଟିଂ କରାଯାଉଛି । ଷ୍ଟ୍ରଙ୍ଗ ରୁମର ସିଲ୍ ଖୋଲାଯିବା ପରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ଭୋଟ୍ ଗଣନା…

ତୃତୀୟ ପର୍ଯ୍ୟାୟରେ ୭୮.୬% ମତଦାନ, ସୁବର୍ଣ୍ଣପୁରରେ ଅଧିକ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ରାଜ୍ୟରେ ଉତ୍ସାହଜନକ ରହିଛି ମତଦାନ । ତୃତୀୟ ପର୍ଯ୍ୟାୟରେ ମୋଟ୍ ୭୮.୬ ପ୍ରତିଶତ ମତଦାନ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ୮୭.୪୪ ପ୍ରତିଶତ ଭୋଟିଂ ହୋଇଛି । ଗଞ୍ଜାମ ଜିଲ୍ଲାରେ ମତଦାନ ହାର ରହିଛି ସବୁଠୁ କମ୍ ୬୬.୭୫ ପ୍ରତିଶତ । ଅନୁଗୋଳ,…

ପଞ୍ଚାୟତ ନିର୍ବାଚନ: ଦ୍ଵିତୀୟ ପର୍ଯ୍ୟାୟରେ ରେକର୍ଡ ୭୮.୩% ମତଦାନ

ଭୁବନେଶ୍ୱର: ଦ୍ଵିତୀୟ ପର୍ଯ୍ୟାୟ ମତଦାନରେ ରେକର୍ଡ ସଂଖ୍ୟକ ଭୋଟିଂ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ରେକର୍ଡ ୭୮.୩ ପ୍ରତିଶତ ମତଦାନ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ୮୫.୬୭ ପ୍ରତିଶତ ମତଦାନ ହୋଇଛି । ମୋଟ୍ ୯ଟି ଜିଲ୍ଲାରେ ୮୦ ପ୍ରତିଶତ ଉପରେ ଭୋଟିଂ ହୋଇଛି । ଏସବୁ ଜିଲ୍ଲା…

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: କାଲି ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । କାଲି ସନ୍ଧ୍ୟାରେ ପ୍ରଚାର ସରିଥିଲା । ୩୦ଜିଲ୍ଲାର ୬୮ଟି ବ୍ଲକରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ନିର୍ବାଚନ ହେବ । ୧୫୧୪…

ଭୋଟ୍ ଦେଲେ ହେଭିୱେଟ୍ ମନ୍ତ୍ରୀ

ଭୁବନେଶ୍ୱର: ଭୋଟ୍ ଦେଲେ ମନ୍ତ୍ରୀ । ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟରେ ଭୋଟ୍ ଦେଇଛନ୍ତି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ମହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜଳେଶ୍ୱରପୁର ପଞ୍ଚାୟତର ୧୧ ନମ୍ବର ବୁଥରେ ନିଜ ପରିବାର ସହ ଭୋଟ୍ ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା…

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ମତଦାନ ବନ୍ଦ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାର୍ଥୀଙ୍କ ଅକାଳ ବିୟୋଗ । ଫଳରେ ନିର୍ବାଚନ ବାତିଲ ହୋଇଛି । କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ନମିତା ବେହେରା (୩୨)ଙ୍କର ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି । ଏଜେଣ୍ଟ ଓ ସମର୍ଥକଙ୍କ ସହ ରାତି ସାଢ଼େ ୧୦ଟାରେ ଆଲୋଚନା…

ନିର୍ବାଚନୀ ମଇଦାନରେ କଡ଼ା ଟକ୍କର: ପୁରୁଖା ନେତାଙ୍କୁ ପ୍ରାଧାନ୍ୟ

ଜଗତସିଂହପୁର: ଚଳିତ ପଞ୍ଚାୟତ ନିର୍ବାଚନରେ କେଉଁ ଦଳ ତଥା କେଉଁ ପ୍ରାର୍ଥୀ ବାଜିମାତ କରିବେ ତାହାକୁ ନେଇ ଏବେ ଜୋର ଚର୍ଚ୍ଚା ।  ଜଗତସିଂହପୁର ଜିଲ୍ଲା ୪ - ନମ୍ୱର ଜୋନର ବଳରାମପୁର ଏବଂ ଅଳସୁଧା ପଞ୍ଚାୟତରେ ଚାଲିଛି କଡ୍ଡା ଟକ୍କର । ତେବେ ଚଳିତ ନିର୍ବାଚନରେ ସାଧାରଣ ଭୋଟର ମାନେ ନୂଆ ମୁଁହକୁ…

[ଦେଖନ୍ତୁ ଭିଡିଓ] ମଇଦାନରେ ହେଭିୱେଟ୍, ଜୋରଦାର ପ୍ରଚାର ପ୍ରସାର

ଜଗତସିଂହପୁର: ପଞ୍ଚାୟତ ନିର୍ବାଚନ ନେଇ ଜୋରଦାର ଚାଲିଛି ପ୍ରଚାର । ମଇଦାନରେ ଦଳ ଦଳ ମଧ୍ୟରେ ଟକ୍କର । ତେବେ ବାଜି ମାରିବ କିଏ? ତାକୁ ନେଇ ଚାଲିଛି ଛକା ପଞ୍ଝା । ଜିଲ୍ଲା ନାଉଗାଁ ବ୍ଲକର ଜିଲ୍ଲାପରିଷଦ ୧ ନମ୍ବର ଜୋନରେ ପ୍ରଚାର ପ୍ରସାର ଜୋରଦାର ହେଉଥିବାର ଦେଖାଦେଉଛି । ଚଳିତ ନିର୍ବାଚନରେ…