Latest Odisha News

BREAKING NEWS

Browsing Tag

Odisha Plasma Therapy

ପ୍ଲାଜମା ଥେରାପିରୁ ସୁସ୍ଥ ହେଲେ ୧୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗକୁ ଆଜି ଆଉ ଏକ ବଡ଼ ସଫଳତା ମିଳିଛି। ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସିତ ହେଉଥିବା ୧୦୪ ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ଲାଜମା ଦାନ କରିଥିବା ବ୍ୟକ୍ତିମାନଙ୍କୁ ଶୁଭେଚ୍ଛା ଜଣାଇଛି। ଏଥି ସହିତ…

ପ୍ଲାଜମା ଦେଲେ ପୋଲିସ କର୍ମୀ

କଟକ: ରାଜ୍ୟରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସାରେ ସଫଳ ହେଉଛି ପ୍ଲାଜମା ଥେରାପି । ଆଜି ଆଉ ଦୁଇ ଜଣ ପୋଲିସ କର୍ମୀ ସେମାନଙ୍କ ପ୍ଲାଜମା ଦେଇଛନ୍ତି । କଟକ ଏସସିବି ବଡ ମେଡିକାଲରେ ପ୍ଲାଜମା ଦେଇଥିବା ଦୁଇ ଜଣ ପୋଲିସ କର୍ମୀ ହେଲେ ରବିନ୍ଦ୍ରନାଥ ମହାରଣା ଏବଂ ସୁଦର୍ଶନ ସେଠୀ । ଉଭୟ ପୋଲିସ…

ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଗୁରୁତର କୋରନା ରୋଗୀଙ୍କ ଚିକିତ୍ସା ପାଇଁ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ । ସଫଳତା ବି ମିଳୁଛି । ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ମନ୍ତ୍ରୀମାନଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ଭିତରେ ବିଭିନ୍ନ ଜିଲ୍ଲାକୁ…

ବ୍ରହ୍ମପୁର ଏମକେସିଜି ଓ କ୍ୟାପିଟାଲ ହସ୍ପିଟାଲରେ ହେବ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: କଟକ ପରେ ଖୁବଶୀଘ୍ର ବ୍ରହ୍ମପୁର ଏମକେସିଜି ଓ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହେବ ପ୍ଲାଜମା ବ୍ୟାଙ୍କ । ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏସମ୍ପର୍କରେ ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ବର୍ତ୍ତମାନ କଟକ ଏସସିବି ମେଡିକାଲ କଲେଜ ଓ…

ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର: ଓଡିଶାରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ସଫଳ ହୋଇଛି ପ୍ଲାଜମା ଥେରାପି । ବର୍ତ୍ତମାନ ପ୍ଲାଜମା ଥେରାପିରେ ଥିବା ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଦେଖାଦେଇଛି । ସେମାନେ ପୂର୍ବରୁ ଅମ୍ଲଜାନ ସହାୟତା ଆବଶ୍ୟକ କରୁଥିଲେ, ହେଲେ…

ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ

କଟକ: ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ ସେବା । ଶୁଭାରମ୍ଭର ଦିନେ ପରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ । କଟକ ସ୍ଥିତ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୪୮ ବର୍ଷୀୟ ଆକ୍ରାନ୍ତଙ୍କୁ ଥେରାପୀ ଦିଆଯାଇଛି । ତାଙ୍କୁ B ପଜିଟିଭ୍ ପ୍ଲାଜମା ଦିଆଯାଇଛି । ଏହି ସୂଚନା…