Latest Odisha News

BREAKING NEWS

Browsing Tag

Odisha Plus Two Exams

ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ଠର: ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା  ।  ମାର୍ଚ୍ଚ ୧ରୁ ବିଜ୍ଞାନ ପରୀକ୍ଷା ଆରମ୍ଭ ହେଉଥିବାବେଳେ  ମାର୍ଚ୍ଚ ୨ରୁ ଆରମ୍ଭ ହେବ କଳା ଓ ବାଣିଜ୍ୟ ପରୀକ୍ଷା । ସେହିପରି ଧନ୍ଦାମୂଳକ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…

କେମିତି ହେବ +୨ ମୂଲ୍ୟାୟନ ? ଆଜି ବିଶେଷଜ୍ଞ କମିଟିର ଶେଷ ବୈଠକ

ଭୁବନେଶ୍ୱର: ରାଜ୍ୟରେ କେମିତି ହେବ ଯୁକ୍ତ ଦୁଇ ମୂଲ୍ୟାୟନ ? ବିକଳପ୍ ମୂଲ୍ୟାନ ନେଇ ଏଯାଏ କୌଣସି ନିଷ୍କର୍ଷ ବାହାରି ପାରିନି । ଏଥିପାଇଁ ରାଜ୍ୟ ସରକାର ଏକ ୧୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲେ । ଏହି କମିଟି ୧୦ ଦିନ ଭିତରେ ରିପୋର୍ଟ ଦେବ ବୋଲି ସମୟସୀମା ଥିଲା । ତେବେ କଣ୍ଟ ପୂରିଥିଲେ…