Latest Odisha News

BREAKING NEWS

Browsing Tag

Odisha police

କୋହଳ ହେଲା କନେଷ୍ଟବଳ ନିଯୁକ୍ତି ବୟସ ସୀମା

କଟକ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । କନେଷ୍ଟବଳ ନିଯୁକ୍ତି ବୟସ ସୀମା କୋହଳ ନେଇ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ୨୦୨୨ ଡିସେମ୍ବର ୩୦ରେ ୪,୭୯୦ କନେଷ୍ଟବଳ ପଦବୀ ପାଇଁ ନିଯୁକ୍ତି ନେଇ ରାଜ୍ୟ ସରକାର ଦେଇଥିବା ବିଜ୍ଞାପନକୁ ନେଇ ଏହା ରାୟ ଦେଇଛନ୍ତି…

ନାଗ ଦମ୍ପତିଙ୍କ ଅଡୁଆ ବଢିଲା; ଜଗବନ୍ଧୁଙ୍କ ଦସ୍ତଖତ ସଂଗ୍ରହ ପାଇଁ ପହଞ୍ଚିଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର: ବଢୁଛି  ନାଗ ଦମ୍ପତିଙ୍କ ଅଡୁଆ । ହୋଇପାରେ ସମ୍ପତ୍ତି ବାଜ୍ୟାପ୍ତି । ପ୍ରକ୍ରିୟା ଆରମ୍ଭ କରି ଦେଇଛି ଇଡି । ଜଣଜଣ କରି ସମସ୍ତଙ୍କୁ ଟାଣି କରୁଛି ଜେରା । ଅର୍ଚ୍ଚନା, ଖଗେଶ୍ୱରଙ୍କୁ ଘନ ଘନ ଜେରା ପରେ ଏବେ ପାଳି ପଡିଛି ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁଙ୍କର ।  ପୁଣି  ଝାରପଡା…

IPS ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର: ନୂଆବର୍ଷ ଠିକ୍ ପୂର୍ବରୁ ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଜଗତସିଂହପୁର ଏସପି ଅଖିଳେଶ୍ୱର ସିଂଙ୍କୁ ଡିଆଇଜି ରାଙ୍କକୁ ପଦୋନ୍ନତି ମିଳିବା ସହ ତାଙ୍କୁ ଡିଆଇଜି ସ୍ପେଶାଲ୍ ଆର୍ମଡ ଫୋର୍ସ ଭାବେ ନିଯୁକ୍ତି ମିଳିଛି । ସେହିଭଳି ଗଞ୍ଜାମ ଏସପି…

ଦେବଦୂତ ସାଜିଲା ପୋଲିସ, ଆହତଙ୍କୁ ନିଜ ଗାଡ଼ିରେ ବସାଇ ଡାକ୍ତରଖାନା ନେଲେ

ନିଶ୍ଚନ୍ତକୋଇଲି:  ରାସ୍ତାକଡରେ ଛଟପଟ ହେଉଥିଲେ । ଆକୁଳ ଚିତ୍କାର କରୁଥିଲେ । ହେଲେ କାହା କାନରେ ବାଜୁ ନ ଥିଲା ତାଙ୍କର ସେ ବିକଳ କାନ୍ଦ । ସମସ୍ତେ ଦେଖୁଥାନ୍ତି, ହେଲେ ମୁହଁ ବୁଲାଇ ଚାଲି ଯାଉଥାନ୍ତି । ଶରୀର ଯନ୍ତ୍ରଣାଠାରୁ ଏ ଅମାନବୀୟ ବ୍ୟବହାର ତାଙ୍କୁ ଅଧିକ ଯନ୍ତ୍ରଣା ଦେଉଥିଲା  । ଏହି…

ବନ୍ଦ ଘରୁ ୪ ଜଣଙ୍କ ମୃତଦେହ ଉଦ୍ଧାର, ହତ୍ୟା ମାମଲା ରୁଜୁ କଲା ପୋଲିସ

ବରଗଡ଼: ବନ୍ଦ ଘର ଭିତରୁ ସନ୍ଦେହଜନକ ଭାବେ ୪ ଜଣଙ୍କ ମୃତଦେହ ମିଳିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ଭେଡେନ ଥାନା ଜାମଡୋଲ ଗାଁ କନ୍ଦପଡ଼ାରେ । ସ୍ଥାନୀୟ ପୋଲିସ ସହ ବରଗଡ଼ ଏସପି ଘଟଣାସ୍ଥଳ ପରିଦର୍ଶନ କରିବା ସହ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।…

୨ ଲକ୍ଷ ଟଙ୍କା ସହ ଲୁଟେରାକୁ ଗିରଫ କଲା ବୌଦ୍ଧ ପୁଲିସ

ବୌଦ୍ଧ : ବୌଦ୍ଧ ସହରରେ ବାଇକ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ହେଉଥିବାର ଅନେକ ଅଭିଯୋଗ ଆସୁଥିଲା । ଲୁଟେରାମାନେ ଟଙ୍କା ନେଇ ଫେରାର ହୋଇଯାଉଥିବା ବେଳେ,  ପୁଲିସ ଲୁଟେରାଙ୍କ ସଂପର୍କରେ କୌଣସି ଟେର ପାଇପାରୁନଥିଲା । କ୍ଷତିଗ୍ରସ୍ତ ଲୋକ ବାରମ୍ବାର ଥାନାକୁ ଯାଇ ଏହିଭଳି  ଟଙ୍କା ଲୁଟ୍‌ ଘଟଣାର…

ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟ ଗାର୍ଡ

ବଲାଙ୍ଗୀର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟ ଗାର୍ଡ। ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଚର ଫରେଷ୍ଟ ଗାର୍ଡ ଲକ୍ଷ୍ମୀନାରାୟଣ ସ୍ବାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଲେବରକାର୍ଡ ପେମେଣ୍ଟ ପାଇଁ ୧୬ହଜାର ଟଙ୍କା ନେବା ସମୟରେ…

ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଛୁଆ ଚୋରି ପରେ ସତର୍କ କଲା ପୋଲିସ

ଭୁବନେଶ୍ୱର: ହସ୍ପିଟାଲରୁ ଛୁଆ ଚୋରି । ଗୁରୁବାର ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ୭ ମାସର ଶିଶୁପୁତ୍ର ଚୋରି ପରେ ପୋଲିସ ସତର୍କ କରାଇଛି । ଶିଶୁ ଚୋରି କରିବା ଏକ ଅମାନବୀୟ ଘଟଣା ବୋଲି କହିଛି ପୋଲିସ । ଏଥିସହ ଶିଶୁ ଚୋରି କରିବା ଭଳି ହୀନ ମାନସିକତା ଠାରୁ ଦୂରେଇ ରହିବାକୁ ପୋଲିସ…

ସାମ୍ବାଦିକଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର ଘଟଣା, କାର୍ଯ୍ୟାନୁଷ୍ଠାନ ଦାବି କଲେ ବିରୋଧୀ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଏଏସପି ଜୟକୃଷ୍ଣ ବେହେରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ନବରଙ୍ଗପୁର ଜିଲ୍ଲା କଂଗ୍ରେସ ଓ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ତାଙ୍କୁ ବହିଷ୍କାର କରିବାକୁ ଦାବି ହୋଇଛି। ସାମ୍ବାଦିକଙ୍କୁ ଏଏସପି ଆକ୍ରମଣ କରିଥିଲେ। ଏଥିସହ ମହିଳାଙ୍କୁ…

ବାଉନସର ରଖିବାପାଇଁ ଦରକାର ଅନୁମତି

ଭୁବନେଶ୍ୱର : ବାଉନସର ରଖିବାପାଇଁ ଦରକାର ଅନୁମତି । କମିଶନରେଟ ପୋଲିସ ବିନା ଅନୁମତିରେ ବାର ମାଲିକ ମାନେ ବାଉନସର ରଖିପାରିବେନାହିଁ   । ୨ ମାସ ପର୍ଯ୍ୟନ୍ତ ବାର ମାନଙ୍କରେ ଏହି ନିୟମ ଲାଗୁ ରହିବ  । ସେପ୍ଟେମ୍ବର ୭ ରୁ ନଭେମ୍ୱର ୫ ପର୍ଯ୍ୟନ୍ତ ନିୟମ ଲାଗୁ କରାଯିବ  । ସୁରକ୍ଷା ଦୃଷ୍ଟିରୁ…