ଭାରତୀୟ ନୌସେନା ପକ୍ଷରୁ ‘ଓଡ଼ିଶା ପୋଲିସ’କୁ ପ୍ରଶଂସା
ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ଓଡ଼ିଶା ପୋଲିସର ନିରନ୍ତର ସେବା ଲାଗି ‘କରୋନା ଯୋଦ୍ଧା’ ମାନଙ୍କୁ ଭାରତୀୟ ନୌବାହିନୀ ପକ୍ଷରୁ ପ୍ରଶଂସା କରିବା ସହିତ ଧନ୍ୟବାଦ ଅର୍ପଣ କରାଯାଇଛି ।
ଓଡ଼ିଶାରେ ଥିବା ଭାରପ୍ରାପ୍ତ ନୌସେନା ଅଧିକାରୀ (ଏନଓଆଇସି) ଓଡ଼ିଶାରେ କାର୍ଯ୍ୟରତ ସମସ୍ତ…