Latest Odisha News
Browsing Tag

Odisha police

ସ୍ୱାଧୀନତା ଦିବସରେ ୩୯ଜଣ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧୀନତା ଦିବସରେ ରାଜ୍ୟର ୩୯ଜଣ କୃତୀ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରିବେ । ନିମ୍ନଲିଖିତ ପୋଲିସ କର୍ମଚାରୀ ମାନଙ୍କୁ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ସ୍ୱାଧୀନତା ଦିବସ ଦିନ ୧୧ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ସମ୍ମାନିତ…

ବାତ୍ୟା ପ୍ରପୀଡିତଙ୍କୁ ଓଡିଶା ପୋଲିସର ସହାୟତା

ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଓଡିଶାର ଲୋକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଡିଶା ପୋଲିସ ପକ୍ଷରୁ ୧,୬୧,୬୧,୪୧୨ କୋଟି ଟଙ୍କା ପ୍ରଦାନ କରାଯାଇଛି । ଡିଜିପି ଆରପି ଶର୍ମାଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀମାନେ…