ଦୁର୍ଘଟଣାସ୍ଥଳରୁ ମେଡିକାଲ୍ ଯାଇ ଆହତଙ୍କୁ ଭେଟିଲେ ପିଏମ୍ ମୋଦି, କହିଲେ ‘ଛାଡ଼ ପାଇବେନି ଦୋଷୀ’
ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଉଦ୍ଧାର ଓ ମରାମତି କାର୍ଯ୍ୟର ସମୀକ୍ଷା ପରେ ପିଏମ୍ ମୋଦି ବାଲେଶ୍ୱର ହସ୍ପିଟାଲରେ ଆହତଙ୍କୁ ଭେଟିଛନ୍ତି । ମେଡିକାଲରେ ଆହତଙ୍କୁ ଭେଟିବା ସହ ପ୍ରଧାନମନ୍ତ୍ରୀ ଡାକ୍ତର, ରୋଗୀଙ୍କ ସହ କଥା ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ…