Latest Odisha News

BREAKING NEWS

Browsing Tag

Odisha Rain Alert

ଆଗାମୀ ୩ ଘଣ୍ଟାରେ ଏସବୁ ସ୍ଥାନରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ଦେଇଛି ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆସନ୍ତା ୩ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲା ସମେତ କଟକ ଓ…

ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ୩ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ…

ଆଗାମୀ ୩ ଘଣ୍ଟା ଓଡ଼ିଶାର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବର ବର୍ଷା ଲାଗି ରହିଛି । ଆସନ୍ତା ୨୬ ତାରିଖ ଯାଏ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତରପୂର୍ବ…

୨୪ ଘଣ୍ଟାରେ ଲଘୁଚାପ ନେବ ଡିପ୍ରେସନ୍ ରୂପ, କାଲିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପ ଆଜି ଓ୍ୱେଲ ମାର୍କଡ ଲୋ ପ୍ରେସରର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଡିପ୍ରେସନ ବା ଅବପାତର ରୂପ ନେବ । ଏହି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଅବପାତରେ…

ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ଆଜିଠୁ ଏସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ । ଏହାପରେ ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଛି ବର୍ଷା । ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଝିପିଝିପି ବର୍ଷା ଚାଲିଛି । ଆଜିଠୁ ୫ଟି ଜିଲ୍ଲା…