Latest Odisha News

BREAKING NEWS

Browsing Tag

Odisha Rainfall

ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ: ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪…

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

ଅନୁଗୁଳ ଓ ସୁବର୍ଣ୍ଣପୁରରରେ ରେକର୍ଡ ଭାଙ୍ଗିଲା ବର୍ଷା, କେଉଁଠି କେତେ ବର୍ଷିଛି ?

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ବିତ୍ପାତ ଆଣିଛି । ଅବିରତ ବର୍ଷାରେ ସାରା ରାଜ୍ୟ ହନ୍ତସନ୍ତ ହୋଇଛି । ଚଳିତ ଲଘୁଚାପ ପ୍ରଭାବରେ ମୋଟ ୪୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ଅନୁଗୁଳ ଓ ସୁବର୍ଣ୍ଣପୁରରରେ ରେକର୍ଡ ଭାଙ୍ଗିଛି ବର୍ଷା । ଅନୁଗୁଳ ଜିଲ୍ଲାର ତାଳଚେରରେ…

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି । ଆଜି ୮ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାଯଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ…

ନିଅଣ୍ଟିଆ ବର୍ଷା ଓ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ଆଜି ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟରେ ଏବର୍ଷ ନିଅଣ୍ଟିଆ ବର୍ଷା ହୋଇଛି । ରେକର୍ଡ ସ୍ୱାଭାବିକଠାରୁ କମ୍ ବର୍ଷିଛି । ଶ୍ରାବଣ ଯାଇଥିଲେ ବି ବର୍ଷା ଉଭାନ । ଚାଷବାସ ଆଗେଇ ପାରିନି । ୨୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ପରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହେଲାଣି । ରାଜ୍ୟରେ ନିଅଣ୍ଟିଆ ବର୍ଷା ଓ ସମ୍ଭାବ୍ୟ…

ଓଡ଼ିଶାରେ ଜୁନରେ ୧୭% କମ୍ ବର୍ଷା, ୧୪ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଜୁନରେ ବର୍ଷା ହୋଇଛି । କିନ୍ତୁ ଜୁନରେ ବର୍ଷା ପରିମାଣ କମିଛି । ସ୍ୱାଭାବିକଠାରୁ ୧୭ ପ୍ରତିଶତ କମ୍ ବର୍ଷା ହୋଇଛି । ଅର୍ଥାତ୍ ସ୍ୱାଭାବିକ ବର୍ଷା ୨୧୭ ମିଲିମିଟର ଥିବା ବେଳେ ଜୁନ୍ ୧ରୁ ଆଜି ଭିତରେ ୧୮୧.୩ ମିଲିମିଟର ବର୍ଷା…

ଜୁନରେ ରାଜ୍ୟର କେଉଁ ଜିଲ୍ଲାରେ କେତେ ବର୍ଷା ? କେଉଁଠି ଅଧିକ ଓ କେଉଁଠି ନିଅଣ୍ଟିଆ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ବର୍ଷ ଜାରି ରହିଛି । ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…