Latest Odisha News

BREAKING NEWS

Browsing Tag

odisha report

ଓଡ଼ିଶାରେ କମୁଛି କରୋନା,୨୪ ଘଣ୍ଟାରେ ୫୩୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୫୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଆକ୍ରାନ୍ତ ଅଛନ୍ତି । କ୍ୱାରେଣ୍ଟିନରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୨୩ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୨୫୪…