Latest Odisha News

BREAKING NEWS

Browsing Tag

Odisha sahitya akademi

ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବଙ୍କ ବିରୁଦ୍ଧରେ ଅଭିଯୋଗ, କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର : ଦୀର୍ଘ ଦିନ ଧରି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୌଣସି କାର୍ଯ୍ୟକ୍ରମ ଠିକ ଭାବରେ ହେଉନଥିବାରୁ ଏକାଡେମୀର କର୍ମଚାରୀମାନେ ଅନୁଷ୍ଠାନର ସଚିବଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ ଆଣି ହଠାତ୍ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଦେଇଛନ୍ତି । ଫଳରେ ଏକାଡେମୀର କାର୍ଯ୍ୟରେ…

ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରକାଶିତ ପୁସ୍ତକର ବିକ୍ରୟ ପାଇଁ ବିତରକ ଆବଶ୍ୟକ

ଭୁବନେଶ୍ୱର : ଓଡ଼ିଆ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ପୁସ୍ତକଗୁଡ଼ିକ ବିକ୍ରି କରିବା ପାଇଁ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ସଦର ମହକୁମା ଓ ସବଡିଭିଜନରେ ଅବସ୍ଥାପିତ ବହି ଦୋକାନକୁ ଦାୟିତ୍ୱ ଅର୍ପଣ କରିବାକୁ ଏକାଡେମୀ ପକ୍ଷରୁ ଯୋଜନା ପ୍ରସ୍ତୁତ…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ‘ ଅତିବଡୀ ଜଗନ୍ନାଥ ଦାସ ‘ଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକଡେମୀ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେଓଡ଼ିଆ ଭାଗବତକାର ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଉପଲକ୍ଷେ ପ୍ରାତଃ ସମୟରେ ସଂସ୍କୃତି ଭବନ ପରିସରରେ…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାର ବିଦ୍ୟାଳୟମାନଙ୍କରେ ଛାତ୍ରଛାତ୍ରୀଙ୍କୁ ନେଇ ରାଜ୍ୟସ୍ତରୀୟ ଚୂଡ଼ାନ୍ତ ପ୍ରତିଯୋଗିତା ଭର୍ଚ୍ୟୁଆଲ ମାଧ୍ୟମରେ ଆୟୋଜିତ ହୋଇଯାଇଛି। ବିଭିନ୍ନ ଜିଲ୍ଲାରୁ ପ୍ରତିଯୋଗିତାରେ ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର…

ହୃଷୀକେଶ ମଲ୍ଲିକ ହେଲେ ଓଡିଶା ସାହିତ୍ୟ ଏକାଡେମୀର ନୂତନ ସଭାପତି

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାରିଟି ଏକାଡେମୀର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ସାହିତ୍ୟ ଏକାଡେମୀର ସଭାପତି ଭାବେ ହୃଷୀକେଶ ମଲ୍ଲିକ, ଉପ ସଭାପତି ଭାବେ ସଂଗ୍ରାମ ଜେନା ଓ ସଚିବ ଭାବରେ ପ୍ରବୋଧ କୁମାର ରାଉତଙ୍କୁ ମନୋନୀତ କରାଯାଇଛି।…

୨୦୨୦ ମସିହା ପାଇଁ କଥାକାର ରାମଚନ୍ଦ୍ର ବେହେରା ପାଇବେ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର

ଭୁବନେଶ୍ୱର :  ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର କଥାକାର ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯିବା ପାଇଁ ନିଷ୍ପତି ନିଆଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଶ୍ରୀ ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ…

ବର୍ଷ ୨୦୧୫ ଓ ୨୦୧୬ ପାଇଁ ୨୨ ଜଣ ସାହିତ୍ୟିକ ପାଇବେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର :୨୦୧୫ ଓ ୨୦୧୬ ମସିହା ପାଇଁ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୨ ଜଣ ସାହିତ୍ୟିକଙ୍କୁ ମିଳିବ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର । ଏ ନେଇ ଆଜି ଏକାଡେମୀ ପକ୍ଷରୁ ନାମ ଘୋଷଣା କରାଯାଇଛି । ଉଭୟ ବର୍ଷ ପାଇଁ ୯ଟି ବର୍ଗରେ ୧୧ଜଣ ଲେଖାଏଁ ମୋଟ ୨୨ ଜଣଙ୍କୁ ପୁରସ୍କାର…