Latest Odisha News

BREAKING NEWS

Browsing Tag

Odisha Sambad

ଗୁଜରାଟ, ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗୁଜୁରାଟରେ ବର୍ଷା କରୁଛି ତାଣ୍ଡବ । ପ୍ରବଳ ବର୍ଷାରେ ଏପର୍ଯ୍ୟନ୍ତ 64 ଜଣଙ୍କର ମୃତୃୁ ହୋଇଥିବା କୁହାଯାଉଛି । ଅନେକ ସ୍ଥାନରେ ଜଳମଗ୍ନ ହୋଇଥିବା ବେଳେ ବିପଦପୂର୍ଣ୍ଣ ସ୍ଥାନରୁ ଲାେକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି ।  ସେହିପରି  ମଧ୍ୟପ୍ରଦେଶରେ ବର୍ଷା…

ତିନିଦିନିଆ ‘ଅଖିଳ ଭାରତୀୟ ଶିକ୍ଷା ସମାଗମ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ବାରାଣସୀ: ଜାତୀୟ ଶିକ୍ଷା ନୀତିର ମୂଳ ଆଧାର ଶିକ୍ଷାକୁ ଏକ ସଂକୀର୍ଣ୍ଣ ଚିନ୍ତାଧାରାରୁ ବାହାର କରିବା । ଶିକ୍ଷାକୁ  ଏକବିଂଶ ଶତାବ୍ଦୀର ଆଧୁନିକ ଚିନ୍ତାଧାରା ସହିତ ଯୋଡିବା ବୋଲି ଗୁରୁବାର ଉତ୍ତର ପ୍ରଦେଶର ବାରାଣସୀ ଠାରେ ତିନିଦିନିଆ ‘ଅଖିଳ ଭାରତୀୟ ଶିକ୍ଷା ସମାଗମ’କୁ ଉଦଘାଟନ କରିବା ଅବସରରେ…

ପ୍ରଥମ ଅରୁଣ ଜେଟଲୀ ସ୍ମାରକୀ ବକ୍ତୃକ୍ତାମାଳା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 8 ଜୁଲାଇ  ସଂଧ୍ୟା ୬.୩୦ରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଆୟୋଜିତ ପ୍ରଥମ ଅରୁଣ ଜେଟଲୀ ସ୍ମାରକୀ ବକ୍ତୃକ୍ତାମାଳା (ଏଜେଏମ୍‍ଏଲ୍‍) ରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ । ଏଥିରେ  ମୁଖ୍ୟ…

ଆଜି ବିଶ୍ୱ ଚକୋଲେଟ୍ ଦିବସ: ହାପ୍ପି ଚକୋଲେଟ୍ ଡେ

ଭୁବନେଶ୍ୱର (ଦେବଦତ୍ତ ରଥ) :  ଆଜି ଆଜି ବିଶ୍ୱ ଚକୋଲେଟ୍ ଡେ' (ଚକୋଲେଟ୍ ଦିବସ)। ୧୯୫୦ ମସିହାରେ ପ୍ରଥମେ ୟୁରୋପରେ ଚକୋଲେଟ୍ ଡେ' ପାଳନ କରାଯାଇଥିଲା। ତେବେ, ୨୦୦୯ ମସିହାରୁ ବିଶ୍ୱ ଚକୋଲେଟ୍ ଡେ' ପାଳନ ଆରମ୍ଭ ହେଲା। ଏମିତିରେ ଫେବୃଆରୀ ମାସରେ ଭାଲେଣ୍ଟାଇନ୍ସ ସପ୍ତାହ ପାଳନ ବେଳେ ୯…

400 ଟପିଲା ଦୈନିକ କୋଭିଡ ସଂକ୍ରମଣ: ସତର୍କ ରହିବା ଜରୁରୀ

ଭୁବନେଶ୍ବର:  ରାଜ୍ୟରେ ଦିନକୁ ଦିନ  ଉପରମୁହାଁ କରୋନା ସଂକ୍ରମଣ ହେବାରେ ଲାଗିଛି । ଦିନକୁ ଦିନ କୋଭିଡ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ସତର୍କ ରହିବା ଜରୁରୀ ବୋଲି ଏବେ ସରକାରଙ୍କ ପକ୍ଷରୁ ପୁଣି ବାରମ୍ବାର କୁହାଯାଉଛି ।  ଗୋଟିଏ ଦିନରେ 401  କୋଭିଡ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ମାନ୍ୟତା ଦେବେ ରାଜ୍ୟ ସରକାର

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ୮ରେ ଓଡିଶା ଆସୁଛନ୍ତି । ଜୁଲାଇ ୮ତାରିଖରେ ଦ୍ରୌପଦୀ ମୁର୍ମୁ ଓଡିଶା ଆସିବା କାର୍ଯ୍ୟକ୍ରମ  ସ୍ଥିର ହୋଇଛି । ତେବେ ଏହା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ଓଡିଆ ଝିଅ…

ପିଟି ଉଷା ଯିବେ ରାଜ୍ୟସଭା: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାଜ୍ୟସଭାକୁ ମନୋନୀତ ହୋଇଛନ୍ତି ଦୌଡରାଣୀ ପିଟି ଉଷା । ପିଟି ଉଷାଙ୍କ ସହିତ ଫିଲ୍ମ କମ୍ପୋଜର ଓ ସଙ୍ଗୀତକାର ଇଲୈୟାରାଜା, ବୀରେନ୍ଦ୍ର ହେଗଡେ ଓ ବି ବିଜୟେନ୍ଦ୍ର ପ୍ରସାଦ ରାଜ୍ୟସଭା ଯିବାକୁ ମନୋନୀତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଏହି…

ବର୍ଷାଙ୍କୁ ଶାନ୍ତ କରିବ କି ‘ଗୀତା’?

କଟକ: ବର୍ଷା ଅନୁଭବଙ୍କ କଳି ଏବେ କୋର୍ଟରେ । ଷ୍ଟାର ଦମ୍ପତ୍ତିଙ୍କ ପରିବାରରେ ଆସିଛି ଝଡ । କାହା ମନ କାହା ପାଖରେ ନାହିଁ । ପରସ୍ପର ଦୋଷ ଦେଉଛନ୍ତି । ଅଶାନ୍ତିରେ ଜିଉଁଛନ୍ତି । ନ୍ୟାୟାଳୟରେ ନ୍ୟାୟ ପାଇଁ ଗୁହାରି କରୁଛନ୍ତି । ତେବେ ଦୁଇଜଣଙ୍କ  ଜୀବନରେ ଉଠିଥିବା ଝଡ଼କୁ ସମାଧାନ କରିବା…

ଆଜି ହେରା ପଞ୍ଚମୀ

ପୁରୀ: ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ “ହେରା ପଞ୍ଚମୀ” ଉତ୍ସବ । “ହେରା” ଶବ୍ଦ ର ଅର୍ଥ ଦର୍ଶନ ଏବଂ “ପଞ୍ଚମୀ” ଶବ୍ଦ ର ଅର୍ଥ ପଞ୍ଚମ ଦିନ. ପୁରାଣ ଅନୁସାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥ ଯାତ୍ରା ଦିନ ମା ଲକ୍ଷ୍ମୀଙ୍କୁ ପ୍ରତିଶୃତି ଦେଇଥିଲେ ଯେ ଗୋଟିଏ ଦିନ ପରେ ସେ ମାଉସୀ ମା ଙ୍କ…

ନୀଳାଚଳ ଇସ୍ପାତ ନିଗମ ଏବେ ଟାଟା ହାତରେ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ନୀଳାଚଳ ଇସ୍ପାତ ନିଗମ ଲିମିଟେଡ ଏବେ ଟାଟା ହାତକୁ ଚାଲିଯାଇଛି । ନୀଳାଚଳ ଇସ୍ପାତ ନିଗମ ଲିମିଟେଡରୁ ରଣନୀତିକ ପୁଞ୍ଜି ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି  । ଏହି ଇସ୍ପାତ ପ୍ରକଳ୍ପ ବିକ୍ରୟ ପାଇଁ ଯେଉଁ ନିଲାମ ୨୦୨୨ଜାନୁୟାରୀ ୩୧ରେ ହୋଇଥିଲା ସେଥିରେ ଟାଟା…