Latest Odisha News
Browsing Tag

Odisha Sambad

ସମବାୟ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ: ବିଜେପି

ଭୁବନେଶ୍ୱର : ଚଳିତ ସମବାୟ ନିର୍ବାଚନରେ ପ୍ରାଥମିକ ସ୍ତରରେ ହେଉଥିବା ଲ୍ୟାମ୍ପ୍ସ ଓ ପ୍ୟାକ୍ସ ନିର୍ବାଚନରେ ଶାସକ ବିଜେଡି ସରକାରୀ କର୍ମଚାରୀଙ୍କ ସହାୟତାରେ ନିର୍ବାଚନକୁ ସଂପୂର୍ଣ୍ଣ ଭାବେ ପ୍ରଭାବିତ କରିବା ସହିତ ଚାଷୀମାନଙ୍କୁ ଧୋକା ଦେଉଛି । ଅନେକ ପ୍ରାଥମିକ ସମବାୟ ସମିତିରେ ଶାସକ ଦଳକୁ…

ତ୍ୟାଗ, ସଂଯମତା ଓ ଶୃଙ୍ଖଳା ଏହି ୩ଟି ଅସ୍ତ୍ର କୋଭିଡ଼ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଭାରତରେ ଦ୍ରୁତଗତିରେ ବଢି ଚାଲିଛି କରୋନା ସଂକ୍ରମଣ । ଭାରତରେ ପ୍ରତି…

ପ୍ଲାଜମା ଦାନ କଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସୋମବାର ଦିନ ନିଜର ପ୍ଲାଜମା କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଦାନ କରିଛନ୍ତି । Donated Plasma today after blessings of @BJP4India National President Sh @JPNadda Ji. PM Sh…

ଆଶ୍ଚର୍ଯ୍ୟଜନକ ଭାବେ ଗଛରୁ ଝରୁଛି ପାଣି; ଗଛମୂଳେ ଗ୍ରାମବାସୀଙ୍କ ପୂଜାର୍ଚ୍ଚନା

କରାତୁଳି/ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ପଞ୍ଚାୟତରେ କରାତୁଳି ଗ୍ରାମରେ ଘଟିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା ।  ବାଘୁଆ ନଦୀ କୂଳରେ ଥିବା ଏକ ବଣ ପାଳଧୁଆ ଗଛରେ କୈଣସି ଏକ ଅଲୌକିକ ଶକ୍ତି ମାଧ୍ୟମରେ ଗଛରୁ ପାଣି ବାହୁରୁ ଥିବା ଭଳି ଚମତ୍କାର ଦୃଶ୍ୟ ଦେଖିବାକୁ…

ଏହିସବୁ ଜିଲ୍ଲାକୁ ରହିଛି ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବୃଷ୍ଟିପାତ ଜାରି ରହିଛି । ସୋମବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସନ୍ଧ୍ୟା ସୁଦ୍ଧା କିଛି ଜିଲ୍ଲାଗୁଡ଼ିକରେ ବର୍ଷା ହେବାନେଇ ସୂଚନା ପ୍ରକାଶ କରିଛନ୍ତି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା…

ଲୁହ ଯେଉଁଠି କଥା କୁହେ…

ସବୁବେଳେ ପଚାରିଥିଲି କେବେ ଡାକୁଚ, ଆଉ ଇଚ୍ଛା ଥିଲା ଯୋଉ ତୁଳସୀ ପତ୍ର ଜୟଦେବ ଭବନ ସମ୍ମୁଖରେ ଥିବା ଜଗନ୍ନାଥ ସୂଚନା କେନ୍ଦ୍ରରେ ଦେଇ ଆସେ ଶ୍ରୀ ମନ୍ଦିରରେ ଲାଗିବା ପାଇଁ ତାକୁ ସିଧା ସାଇକେଲରେ ନେଇ ମନ୍ଦିରରେ ଦେବି ବୋଲି। ହେଲେ ବହୁଦିନ ବିତିଗଲେ ମଧ୍ୟ ସେ ମୁହୁର୍ତ୍ତ ଆସିଲାନି।…

ସୋମବାରେ କରୁଛି ମୁଁ ଶିବ ଦର୍ଶନ…

ସୋମବାରେ କରୁଛି ମୁଁ ଶିବ ଦର୍ଶନ... ସନ୍ତୋଷ ମିଶ୍ର ସୋମବାରେ କରୁଅଛି ଶିବ ଦର୍ଶନ ମୋ ହୃଦୟେ ଦେଇଛି ମୁଁ ଶିବଙ୍କୁ ସ୍ଥାନ, କଲେ ଭକ୍ତି ମିଳେ ଶକ୍ତି ପ୍ରଫୁଲ୍ଲ ମନ ସୋମବାରେ କରୁଅଛି ଶିବ ଦର୍ଶନ ..(୦) ଗଙ୍ଗାଜଳ ବେଲପତ୍ର କରୁଛି ଅର୍ପଣ କ୍ଷୀର ଢାଳେ ଶିବ ଲିଙ୍ଗେ ମହାଦେବ ଘେନ,…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୬-୭-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା  ଜୁଲାଇ ତା  ୬ ରିଖ  ସୋମବାର  ମିଥୁନ ୨୨ ଦିନ  ଶ୍ରାବଣ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-:  ମିଥୁନ   ରାଶିର   ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର…

ତଥାପି ଆସୁଛି ରଜ…

ତଥାପି ଆସୁଛି ରଜ... ସୁସ୍ମିତା ମହାପାତ୍ର ଗଜରାଜ ଡାକରାରେ ଆଉ ଆସୁନାହିଁ ରଜ, ଆସୁନାହିଁ ଆଷାଢର ଓଦା ପଣତରେ ସରସର ଭିଜିବାକୁ, ପୋଡ଼ପିଠା ମହକରେ ମହକିବାକୁ ଅଥବା ବାହିବାକୁ ବାଉଁଶ ଦୋଳିର କାତ, ଆସୁନାହିଁ ରଜ । ନାହିଁ ଆଜି ଅତୀତ ମଉସୁମୀର ସେ ମତୁଆଲା ପରଶ,…

ମାଆ…

ମାଆ ଶ୍ୱେତା ରାଉତ ଛୁଆର ଭୋକିଲା ପେଟରେ ହାତ ବୁଲାଇ ତୁ ଯେମିତି ବିବ୍ରତ ହୋଇପଡୁ ମୁଠେ ଖୁଆଇଦେଇ ଆଶ୍ୱସ୍ତ ହେଉ ଭଲ ନିଦଟେ ଭିଡ଼ିଆଣି ଖଞ୍ଜିଦେଉ ଆଖିରେ ତୋ ପଣତ ତଳୁ, ମଥାରେ ଗେଲକର ଯେମିତି ଅଜାଡ଼ି ଦେଉ ସାରା ପୃଥିବୀର ସୁଖ । ମୁଁ ସେମିତି କରିପାରେନି ମା’ ଦେଖିପାରେନି କୌଣସି…