Latest Odisha News
Browsing Tag

Odisha Sambad

ପାକିସ୍ତାନରେ ପେଟ୍ରୋଲ ଦରକୁ ନେଇ ହାହାକାର: ମୂଲ୍ୟ ୩୦୦ ଟଙ୍କାରୁ ଊର୍ଦ୍ଧ୍ୱ

ନୁଆଦିଲ୍ଲୀ: ଦିନକୁ ଦିନ ପାକିସ୍ତାନରେ ଆର୍ଥିକ ସଙ୍କଟ ବଢ଼ିବାରେ ଲାଗିଛି । ବୁର୍ବରୁ ବିଜୁଳି ଦର ବୃଦ୍ଧି ସାଧାରଣ ଲୋକଙ୍କ କମର ଭାଙ୍ଗି ଦେଇଥିବା ବେଳେ ଏବେ ପେଟ୍ରୋଲ୍ ଦରକୁ ନେଇ ଚାରିଆଡ଼େ ହାହାକାର ସୃଷ୍ଟି ହୋଇଛି । ପାକିସ୍ତାନରେ ଗଭୀର ଆର୍ଥିକ ସଙ୍କଟ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର…

ହ୍ରଦ ସଫା କରୁଛି ‘ଏ-ଆଇ’ ବୋଟ୍, ଥରକେ କାଢୁଛି ୨ କୁଇଣ୍ଟାଲ୍ ମଇଳା

ଶିଲଙ୍ଗ: ପ୍ରତ୍ୟକ କ୍ଷେତ୍ରରେ ବିଜ୍ଞାନ ବର୍ତ୍ତମାନ ଉନ୍ନତ ଜ୍ଞାନ କୌଶଳ ମାଧ୍ୟମରେ ଅନେକ କିଛି କାର୍ଯ୍ୟ କରୁଛି । ବିଜ୍ଞାନ ବଳରେ ମଣିଷ ଅନେକ ଅସାଧ୍ୟକୁ ସାଧନ କରିପାରୁଛି । ଠିକ୍ ସେମିତି ଏକ ଅସମ୍ଭବକୁ ସମ୍ଭବ କରି ଦେଖାଇଛି ‘ଏ-ଆଇ’ ।  ଏବେ ହ୍ରଦ ସଫା କରିବ ‘ଏ-ଆଇ’ ବୋଟ୍ । ଏହା ଶୁଣି…

କୁନୋ ଚିତା ମୃତ୍ୟୁ ଘଟଣାକୁ ସ୍ୱାଭାବିକ୍ ବୋଲି କହିଲେ ନାମିବିଆନ୍ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ

ନୁଆଦିଲ୍ଲୀ: ପ୍ରୋଜେକ୍ଟ ଚିତା ଅଧୀନରେ ନାମିବିଆ ଓ ଦକ୍ଷିଣ ଆଫ୍ରିକା ଠାରୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ମୋଟ ୨୦ ଟି ଚିତା ଅଣାଯାଇଥିଲା । ସେଥିମଧ୍ୟରୁ କେତେଜଣଙ୍କର ମୃତ୍ୟୁ ହୋଇଗଲାଣି । ଗତକାଲି ନାମିବିଆ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ ଏହି ଘଟଣାକୁ ସ୍ବାଭାବିକ ବୋଲି…

ମିଳିତ ଯୁଦ୍ଧାଭ୍ୟାସକୁ ଉତ୍ତର କୋରିଆର ଜବାବ: ଗୋଟିଏ ଦିନରେ ପରୀକ୍ଷଣ କଲା ଏକାଧିକ କ୍ଷେପଣାସ୍ତ୍ର

ନୁଆଦିଲ୍ଲୀ:  ନିକଟରେ ଆମେରିକା ଓ ଦକ୍ଷିଣ କୋରିଆ ସାମରିକ ଡ୍ରିଲ୍ ଶେଷ ହୋଇଛି । ଏହାର ମାତ୍ର  ୨ ଦିନ ପରେ ଉତ୍ତର କୋରିଆ   ପକ୍ଷରୁ ସମୁଦ୍ର ଭିତରେ ଏକାଧିକ କ୍ରୁଜ୍ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି  । ଏହି କ୍ଷେପଣାସ୍ତ୍ର ଉତ୍ତର କୋରିଆର ପଶ୍ଚିମ ଉପକୂଳରେ ପରୀକ୍ଷା କରାଯାଇଥିବା…

ଭୋଜପୁରୀ ଅଭିନେତ୍ରୀଙ୍କୁ ବିବାହର ପ୍ରତିଶୃତି ଦେଇ ଦୁଷ୍କର୍ମ କଲେ ଅଭିନେତା

ନୂଆଦିଲ୍ଲୀ: ବିବାହ କଥା ଦେଇ ଭୋଜପୁରୀ ଅଭିନେତ୍ରୀଙ୍କ ସହ ଦୁଷ୍କର୍ମ କଲେ ଅଭିନେତା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଭୋଜପୁରୀ ଇଣ୍ଡଷ୍ଟ୍ରୀର ଅଭିନେତ୍ରୀ ପ୍ରିୟାନ୍ସୁ ସିଂ। ସେ ତାଙ୍କ ସହ-କଳାକାର ତଥା ଘନିଷ୍ଠ ବନ୍ଧୁ ପୁନୀତ ସିଂଙ୍କ…

ଅରିନ୍ଦମଙ୍କ ଅଭିନୀତ ସିନେମା “ରାମ୍”ରେ ନଜର ଆସିବେ ବଲିଉଡର ରାହୁଲ୍ ଦେବ୍

ଭୁବନେଶ୍ୱର: ଅନେକ ଦିନର ବ୍ୟବଧାନ ପରେ ଓଡ଼ିଆ ସିନେମା ଜଗତକୁ କମ୍‌ବ୍ୟାକ୍ କରୁଛନ୍ତି ଓଲିଉଡ୍ ସୁପରଷ୍ଟାର ଅରିନ୍ଦମ୍ । ଆଗାମୀ ଦଶହରାରେ ତାଙ୍କୁ ଏକ ଭିନ୍ନ ଚରିତ୍ର ‘ରାମ୍‌’ ଅବତାରରେ ଦେଖିବାକୁ ମିଳିବ । ଶେଷଥର ପାଇଁ ୨୦୨୦ ମସିହା ଜାନୁଆରୀ ୧୨ ତାରିଖରେ ମୁକ୍ତିଲାଭ କରିଥିବା ତାପସ୍…

ସବୁଜ ରଙ୍ଗର ଅଣ୍ଡା: ଓଜନ ୫୦୦ ଗ୍ରାମରୁ ଏକ କିଲୋଗ୍ରାମ

ଭୁବନେଶ୍ୱର: ସାଧାରଣତଃ ପ୍ରୋଟିନ ଓ କ୍ୟାଲସିୟମର ଆବଶ୍ୟକତା ପୂରା କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାର ଖାଦ୍ୟ ଖାଇଥାନ୍ତି। ମଣିଷର ଖାଦ୍ୟ ତାଲିକାରେ ରହିଥିବା ଅନେକ    ପ୍ରକାର କ୍ୟାଲସିୟମ ଓ ପ୍ରୋଟିନ ଯୁକ୍ତ ଖାଦ୍ୟ ଭିତରୁ ଅଣ୍ଡା ଅନ୍ୟତମ। ସାଧାରଣତଃ ଜଣେ ବ୍ୟକ୍ତି ସର୍ବାଧିକ ୪ ରୁ ୫…

୪ ଲକ୍ଷ ଟଙ୍କା ବିନିମୟରେ ମେଟ୍ରୋ ଷ୍ଟେସନ କାନ୍ଥରେ ଲେଖିଲେ ଦେଶ ବିରୋଧୀ ସ୍ଲୋଗାନ

ନୂଆଦିଲ୍ଲୀ: ଦିଲ୍ଲୀରେ ଆସନ୍ତା ମାସ ୯ ଓ ୧୦ ତାରିଖ ଦୁଇଦିନ ଧରି ଜି-୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟରେ ବେଆଇନ ଘୋଷିତ ଶିଖ୍‌ ସଂଗଠନର ପ୍ରତିନିଧିମାନେ ଦିଲ୍ଲୀ ମେଟ୍ରୋ ଷ୍ଟେସନର କାନ୍ଥରେ ନିନ୍ଦନୀୟ ବାର୍ତ୍ତା ଲେଖିଥିବା ଘଟଣା ସାମ୍ନାକୁ ଆସିଛି। ଅନେକ ମେଟ୍ରୋ…

ଆମେରିକାରେ ଭୟଙ୍କର ଝଡ଼ ତୋଫାନ: ୧୫ ଫୁଟ ଉଚ୍ଚରେ ଉଠିଲା ଜୁଆର

ନୂଆଦିଲ୍ଲୀ: ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ସାମୁଦ୍ରିକ ଝଡ଼ ଲୋକଙ୍କ ପାଇଁ ବିପର୍ଯ୍ୟୟ ପରିସ୍ଥିତି ସୃଷ୍ଟି କରିଛି । ହରିକେନ୍ ଇଡାଲିଆ ଆମେରିକାର ଫ୍ଲୋରିଡ଼ାରେ ଲ୍ୟାଣ୍ଡଫଲ୍ କରି ଧ୍ୱଂସର ତାଣ୍ଡବ ରଚିଛି । ସମୁଦ୍ରରେ ୧୫ ଫୁଟରୁ ଅଧିକ ଉଚ୍ଚ ଜୁଆର ଉଠିବା ସହିତ ୨୦୦ କିଲୋମିଟରରୁ ଅଧିକ…

ଆଜି ବିଶ୍ୱ ସଂସ୍କୃତ ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ସଂସ୍କୃତ ଦିବସ । ବିଶ୍ୱ ଦରବାରରେ ସଂସ୍କୃତ ଭାଷାର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି । ଏହା ଏକ ପ୍ରାଚୀନ ଭାଷା ରୂପେ ବିଶ୍ୱ ବିକ୍ଷାତ ।  ଆମର ବେଦ,  ଉପନିଷଦ୍‌, ଶାସ୍ତ୍ର, ପୁରାଣ ଓ ଅନେକ ପ୍ରାଚୀନ ଗ୍ରନ୍ଥ ଗୁଡ଼ିକ ସଂସ୍କୃତ ଭାଷାରେ ରଚିତ । ଏଣୁ ସଂସ୍କୃତକୁ…